ଘରେ ବସି ମଧ୍ୟ ଜଣେ କରୋନା ଭାଇରସ ସଂକ୍ରମିତ ହେବାର ସମ୍ଭାବନା ରହିଛି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ କହିଛନ୍ତି ଯେ କରୋନା ଘରୋଇ ସାମଗ୍ରୀ ଏବଂ ବାହାରୁ ଆସୁଥିବା ସାମଗ୍ରୀରୁ ଜରିଆରେ କରୋନା ହେବାର ସମ୍ଭାବନା ଅଛି। ଦକ୍ଷିଣ କୋରିଆର ଏହି ଅଧ୍ୟୟନକୁ ୟୁଏସ୍ ସେଣ୍ଟର୍ସ ଅଫର୍ ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ୍ ପ୍ରିଭେନସନ୍(ସିଡିସି)ଜୁଲାଇ ୧୬ରେ ଏହା ପ୍ରକାଶ କରିଛି। ଏହି ରିପୋର୍ଟ ୫୭୦୬ ପ୍ରାରମ୍ଭିକ କରୋନା ରୋଗୀ ଏବଂ ଏହା ପରେ ୫୯ ହଜାର ଲୋକ ସଂକ୍ରମିତ ହୋଇଥିବା ଉପରେ ଆଧାରିତ। ଏହି ରିପୋର୍ଟରେ କୁହାଯାଇଛି ଯେ ପ୍ରତି ୧୦୦ କରୋନା ରୋଗୀଙ୍କ ମଧ୍ୟରୁ କେବଳ ୨ ଜଣ ରୋଗୀ ଅଛନ୍ତି ଯେଉଁମାନେ ବିନା କାହା ସମ୍ପର୍କରେ ଆସି କରୋନାରେ ସଂକ୍ରମିତ ହୋଇଛନ୍ତି। ବୟସ ଅନୁଯାୟୀ କରୋନା କାହାକୁ ଛାଡୁ ନାହିଁ। ଜନ୍ମିତ ଶିଶୁଠାରୁ ଆରମ୍ଭ କରି ବୃଦ୍ଧଙ୍କ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେଉଛନ୍ତି।
କୋରିଆ ସେଣ୍ଟର ଫର ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ୍ ପ୍ରିଭେନସନ୍ (କେସିଡିସି) ର ନିର୍ଦ୍ଦେଶକ ଜୋଙ୍ଗ ଇନ କିଙ୍ଗ କହିଛନ୍ତି ଯେ କିଶୋର ଏବଂ ବୃଦ୍ଧମାନେ ପରିବାରର ସମସ୍ତ ସଦସ୍ୟଙ୍କ ନିକଟରେ ରୁହନ୍ତି। ତେଣୁ ସଂକ୍ରମିତ ହେବାର ସମ୍ଭାବନା ମଧ୍ୟ ବଢିଯାଏ। ଏଭଳି ପରିସ୍ଥିତିରେ ଏହି ଦୁଇ ଗୋଷ୍ଠୀର ବିଶେଷ ଯତ୍ନ ନେବା ଆବଶ୍ୟକ।
ହ୍ୟାଲିମ ୟୁନିଭରସିଟି କଲେଜର ପ୍ରଫେସର ଡା. ଚୋ ୟଙ୍ଗ କହିଛନ୍ତି ଯେ ୯ ବର୍ଷରୁ କମ ପିଲାମାନେ ସଂକ୍ରମିତ ହେବାର ସମ୍ଭାବନା କମ ଥାଏ। ଚୋ ୟଙ୍ଗ ଚେତାବନୀ ଦେଇଛନ୍ତି, ଆପଣ କେବଳ ଘରେ ରହି ନିଜକୁ ସୁରକ୍ଷିତ ରଖିପାରିବେ ନାହିଁ। ଘରେ ମଧ୍ୟ ଆପଣଙ୍କୁ ସାମାଜିକ ଦୂରତାର ଅବଲମ୍ବନ କରିବାକୁ ପଡିବ ବୋଲି ସେ କହିଛନ୍ତି।
Posted inHome, Home Left, ଅନ୍ତର୍ଜାତୀୟ, କରୋନା ଭାଇରସ୍ View All
ନିର୍ବାଚନୀ ରାଲିରେ ଟ୍ରମ୍ପ୍ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…
ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଉଚ୍ଚ ଟାରିଫ୍ ଧମକ…
ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ରେ ବନିଲେ ନମ୍ବର ୧…
ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…
ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍କୁ…
ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ
ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…
ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…
କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…
ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ
ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…
ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

