Posted inଜାତୀୟ

‘ସବୁ ଜାତିର ବ୍ୟକ୍ତି ମନ୍ଦିର ପୂଜକ ହୋଇପାରିବେ’

ଚେନ୍ନାଇ, ୨୭ା୬: ମନ୍ଦିର ପୂଜକ ନିଯୁକ୍ତ କରିବାରେ ଜାତିର କୌଣସି ଭୂମିକା ନ ଥିବା ମାଡ୍ରାସ ହାଇକୋର୍ଟ ସୋମବାର କହିଛନ୍ତି। ପୂଜକ ହେବାକୁ ଥିବା ବ୍ୟକ୍ତି ନିର୍ଦ୍ଦିଷ୍ଟ ମନ୍ଦିରର ରୀତିନୀତି ସମ୍ପର୍କରେ ଭଲ ଭାବେ ଜାଣିଥିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଏନ୍‌. ଆନନ୍ଦ ଭେଙ୍କଟେଶ ତାଙ୍କ ରାୟରେ କହିଛନ୍ତି। ପୂଜକ ନିଯୁକ୍ତି ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କ୍ଷମତାକୁ ଚ୍ୟାଲେଞ୍ଜ କରାଯାଇଥିଲା। ପୂଜକ ନିଯୁକ୍ତି ସବୁବେଳେ ଟ୍ରଷ୍ଟି ଉପରେ ଛାଡ଼ିଦିଆଯାଇଥାଏ। ଜଣେ ବ୍ୟକ୍ତି ମନ୍ଦିର ରୀତିନୀତି ଓ ପୂଜାପାଠ ସମ୍ପର୍କରେ ଉପଯୁକ୍ତ ତାଲିମ ନେଇଥିଲେ, ସେ ପୂଜକ ହୋଇପାରିବେ। ସାଲେମସ୍ଥିତ ସୁଗାବନେଶ୍ୱର ମନ୍ଦିରରେ ପୂଜକ ନିଯୁକ୍ତି ଲାଗି ୨୦୧୮ରେ ପ୍ରକାଶିତ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ମୁଥୁ ସୁବ୍ରମନିଆ ଗୁରୁକ୍କଲ ହାଇକୋର୍ଟରେ ପିଟିଶନ ଦାଏର କରିଥିଲେ। ରିଟ୍‌ ପିଟିଶନକୁ କୋର୍ଟ ଖାରଜ କରିଦେବା ସହ ପୂଜକ ନିଯୁକ୍ତି ଲାଗି ସାନି ବିଜ୍ଞପ୍ତି ପ୍ରକାଶ କରିବାକୁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri