Posted inଜାତୀୟ

‘ସବୁ ଧର୍ମର ଲୋକଙ୍କୁ ସ୍କୁଲ ଡ୍ରେସ୍‌ କୋଡ୍‌ ମାନିବାକୁ ପଡ଼ିବ’

ନୂଆଦିଲ୍ଲୀ,୨୧।୨: ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ପ୍ରସଙ୍ଗ ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସମସ୍ତ ଧର୍ମ ସ୍କୁଲ ଡ୍ରେସ କୋଡ୍‌କୁ ସ୍ବୀକାର କରିବାକୁ ପଡ଼ିବ ବୋଲି ସେ କହିଛନ୍ତି।

“ସମସ୍ତ ଧର୍ମର ଲୋକଙ୍କୁ ସ୍କୁଲର ଡ୍ରେସ୍‌ କୋଡ୍‌କୁ ଗ୍ରହଣ କରିବା ଉଚିତ। ବର୍ତ୍ତମାନ କୋର୍ଟ ଏହାର ଶୁଣାଣି କରୁଛନ୍ତି। କୋର୍ଟ ଯାହା ନିଷ୍ପତ୍ତି ନେବେ, ସଭିଙ୍କୁ ତାହା ଗ୍ରହଣ କରିବାକୁ ପଡ଼ିବ” ବୋଲି ଶାହା ଏକ ସାକ୍ଷାତ୍‌କାରରେ କହିଛନ୍ତି। ଶିକ୍ଷାନୁଷ୍ଠାନରେ ହିଜାବ କଟକଣା ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ କର୍ନାଟକ ହାଇକୋର୍ଟ ଶୁଣାଣି କରୁଥିବା ବେଳେ ଏଭଳି ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

୩ ପିଢ଼ିର ଇତିହାସ: ବିଜୟାରାଜେ-ମାଧବରାଓଙ୍କ ପଦାନୁସରଣ କଲେ ଜ୍ୟୋତିରାଦିତ୍ୟ

ଭୋପାଳ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇ ବୁଧବାର ଭାଜପାରେ ଯୋଗ ଦେଇଛନ୍ତି। ଲଗାତାର ତୃତୀୟ ପିଢ଼ି ଧରି ସିନ୍ଧିଆ ରାଜପରିବାର ସଦସ୍ୟ କଂଗ୍ରେସ...

ସମ୍ପୂର୍ଣ୍ଣ ସୁସ୍ଥ ନ ହେଲେ କରୋନା ଫେରିବାର ଭୟ ଅଧିକ !

ନୂଆଦିଲ୍ଲୀ,୨୭।୭: ଏବେ ଅଡୁଆରେ ପଡିଛନ୍ତି ଚିକିତ୍ସକ। କାରଣ ହେଉଛି କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କଠାରେ ପୁଣିଥରେ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀ ସମେତ ଅନ୍ୟ କିଛି ରାଜ୍ୟରେ...

ଚନ୍ନିଙ୍କୁ ପରାଜିତ କରିଥିବା ଏଏପି ବିଧାୟକଙ୍କ ମା’ ସଫେଇ କର୍ମଚାରୀ ଚାକିରି ଛାଡ଼ିବେ ନାହିଁ…

ଚଣ୍ଡିଗଡ଼, ୧୩।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି( ଏଏପି) ପ୍ରାର୍ଥୀ ଲାବ ସିଂ ଉଗୋକେ ବିଦାୟୀ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କୁ...

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି...

ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ରଦ୍ଦ…

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍‌ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ...

ହେଲିକପ୍ଟର ଦୁର୍ଘଟଣା: ଚିହ୍ନଟ ହେଲେ ଅନ୍ୟ ୪ ମୃତ ଯବାନ, ଦିଆଯିବ ଶେଷ ବିଦାୟ

ନୂଆଦିଲ୍ଲୀ,୧୧ ।୧୨: ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଅନ୍ୟ ୪ ଯବାନଙ୍କ ମୃତଦେହ ଚିହ୍ନଟ କରାଯାଇଛି ।...

ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା: ଚରମ ପଦକ୍ଷେପ ନେଲେ ଏହି ଖେଳାଳି

ଜାମସେଦ୍‌ପୁର,୧୧।୮: ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା ହେବାରୁ ଜଣେ ଜାତୀୟସ୍ତରର ହ୍ୟାଣ୍ଡବଲ ଖେଳାଳି ବ୍ୟକ୍ତିଗତ ରିଭଲଭର ସାହାଯ୍ୟରେ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି। ଜାମସେଦପୁରର ଗୋଲମୁରୀରେ...

‘ଟିକସ ଛାଡ଼ କରୁ କେନ୍ଦ୍ର’

ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ...

Advertisement
Archives

Model This Week