ଏହି ୩ ରାଶିର ବ୍ୟକ୍ତିଙ୍କ ଉପରେ ଅକ୍ଟୋବର ୩୦ ଯାଏ ରହିବ ଲକ୍ଷ୍ମୀଙ୍କ କୃପା, ଧନଧାନ୍ୟରେ ପୂରି ଉଠିବ ଘର…

ଅକ୍ଟୋବର ୭ ଗୁରୁବାରରୁ ଆରମ୍ଭ ହୋଇଛି ନବରାତ୍ରି। ଠିକ୍‌ ୮ ଦିନ ପରେ ଅର୍ଥାତ ଅକ୍ଟୋବର ୧୪ରେ ଏହା ଶେଷ ହେବ। ନବରାତ୍ରିରେ ମା’ ଦୁର୍ଗାଙ୍କ ନଅ ରୂପର ପୂଜା କରାଯାଇଥାଏ। ଏହି ସମୟରେ କିଛି ରାଶିର ଜାତକଧାରୀଙ୍କ ଉପରେ ମା’ ଦୁର୍ଗାଙ୍କ କୃପା ବୃଷ୍ଟି ହୋଇଥାଏ। ସେମାନଙ୍କର ସମସ୍ତ ଦୁଃଖ ଦୂର ହେବା ସହ ଘର ଧନଧାନ୍ୟରେ ପରିପୂର୍ଣ୍ଣ ହୋଇଯାଏ।
ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ନବରାତ୍ରି ଆରମ୍ଭରୁ ୩୦ ଅକ୍ଟୋବର ମଧ୍ୟରେ ତିନୋଟି ରାଶିର ଜାତକଧାରୀଙ୍କ ଉପରେ ମା’ ଲକ୍ଷ୍ମୀ ପ୍ରସନ୍ନ ରହିବେ। ସେମାନଙ୍କର ସମସ୍ତ ଅଟକିଥିବା କାମ ପୂର୍ଣ୍ଣ ହେବ ଏବଂ ସମସ୍ତ ଆର୍ଥିକ ସଙ୍କଟ ଦୂର ହୋଇଯିବ। ଆସନ୍ତୁ ଜାଣିବା:-

ମିଥୁନ ରାଶି: ଏହି ରାଶିର ଜାତକଧାରୀଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ଶୁଭ। ଚାକିରି ଏବଂ ବ୍ୟାପାରରେ ଏମାନେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ପ୍ରଶଂସା ବୃଦ୍ଧି ପାଇବ। ମା’ ଲକ୍ଷ୍ମୀଙ୍କ କୃପାରୁ ଘର ଧନଧାନ୍ୟରେ ପୂରି ଉଠିବ। ଜୀବନସାଥୀଙ୍କ ସହ ସମ୍ପର୍କ ମଜଭୂତ ହେବ। ଅଟକି ରହିଥିବା ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

କନ୍ୟା ରାଶି: ଏହି ରାଶିର ଜାତକଧାରୀଙ୍କ ମାନସମ୍ମାନ-ଆତ୍ମବିଶ୍ୱାସ ବୃଦ୍ଧି ହେବ। ଏହି ରାଶିର ଜାତକଧାରୀଙ୍କ ପାଇଁ ଏହି ସମୟ ଉତ୍କୃଷ୍ଟ ହୋଇଥିବାରୁ ପଦ-ପ୍ରତିଷ୍ଠା ବୃଦ୍ଧି ହେବ। ଏହି ସମୟରେ ସମସ୍ତ କାର୍ଯ୍ୟରେ ସଫଳ ହେବେ। ଆର୍ଥିକ ଲାଭ ହେବ। ଧାର୍ମିକ ଏବଂ ଆଧ୍ୟାତ୍ମିକ କାର୍ଯ୍ୟରେ ରୁଚି ବଢ଼ିବ।

କର୍କଟ ରାଶି: ଏହି ସମୟ ମଧ୍ୟରେ କର୍କଟ ରାଶିର ଜାତକଧାରୀଙ୍କ ଧନ ଲାଭ ହେବ। ଏହି ରାଶିର ଜାତକଧାରୀଙ୍କ ପାଇଁ ସମୟ କୌଣସି ବରଦାନ ଠାରୁ କମ୍‌ ନୁହନ୍ତି। ପରିବାରରେ ଖୁସି ବଢ଼ିବ। ମା’ ଲକ୍ଷ୍ମୀଙ୍କ କୃପାରୁ ସମସ୍ତ କାର୍ଯ୍ୟ ହେବ। ଜୀବନରେ ସୁଖ ସମୃଦ୍ଧି ବଢ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri