ମନ କଥା ଲୁଚାଇବାରେ ଓସ୍ତାଦ ଏହି ୩ ରାଶିର ବ୍ୟକ୍ତି, ହେଲେ ଏମାନଙ୍କ ହୃଦୟ ସଫା

କିଛି ଲୋକ ଅଛନ୍ତି, ଯେଉଁମାନେ ମନ କଥା ସମସ୍ତଙ୍କ ଆଗରେ ବିନା ଦ୍ୱିଧାରେ କହିଦିଅନ୍ତି। ହେଲେ କିଛି ଲୋକ ବେଶ ଲାଜକୁଳା ସ୍ବଭାବର ଥାନ୍ତି। ଫଳରେ ସେମାନଙ୍କ ମନ କଥା ମନରେ ରହିଯାଏ। ଏମାନେ ନିଜର ବ୍ୟକ୍ତିଗତ ଜୀବନକୁ ସମସ୍ତଙ୍କଠାରୁ ଲୁଚାଇ ରଖିଥାନ୍ତି। ଜ୍ୟୋତିଷଶାସ୍ତ୍ରରେ ଏଭଳି ୩ ରାଶି ବିଷୟରେ କୁହାଯାଇଛି, ଯେଉଁଥିରେ ଜନ୍ମିତ ବ୍ୟକ୍ତି କାହା ଆଗରେ ନିଜ ଜୀବନ ସହ ଜଡ଼ିତ କିଛି କଥା ଶେୟାର କରନ୍ତି ନାହିଁ। ସବୁକଥାକୁ ଏମାନେ ଲୁଚାଇ ରଖନ୍ତି। ଜାଣନ୍ତୁ:-

ମୀନ ରାଶି: ଜ୍ୟୋତିଷଶାସ୍ତ୍ର ଅନୁସାରେ ମୀନ ରାଶିର ଲୋକ ନିଜର ମନକଥା ଲୁଚାଇବାରେ ଓସ୍ତାଦ। ଏମାନଙ୍କ ମନରେ କ’ଣ ଚାଲିଛି କେହି ବି କହିପାରିବେ ନାହିଁ। ସବୁ ଜିନିଷକୁ ଗୋପନ ରଖିବାରେ ଏମାନେ ବିଶ୍ୱାସ ରଖନ୍ତି।

ସିଂହ ରାଶି: ସିଂହ ରାଶିର ଜାତକଧାରୀ ଆବଶ୍ୟକତା ଥିବା ଯାଏ ମନ କଥା ମନରେ ରଖନ୍ତି। ହେଲେ ଏମାନେ କଥା ଲୁଚାଇବାରେ ମାହିର। ପରିବାରକୁ କ୍ଷତି ପହଞ୍ଚାଇବା ଭଳି କୌଣସି କଥା ଏମାନେ କାହାରିକୁ କୁହନ୍ତି ନାହିଁ। ଏମାନଙ୍କ ହୃଦୟ ସଫା ହୋଇଥାଏ। ଏହି କାରଣରୁ ଏମାନଙ୍କୁ ସବୁବେଳେ ନିରାଶ ହେବାକୁ ପଡ଼ିଥାଏ।

ବିଛା ରାଶି: ଏହି ରାଶିର ଲୋକ କେବେହେଲେ ନିଜର ଲାଭ-କ୍ଷତି ବିଷୟରେ ଚିନ୍ତା କରନ୍ତି ନାହିଁି। ସବୁକଥାକୁ ଏମାନେ ଗୋପନ ରଖନ୍ତି। ଏଥିପାଇଁ ଆଗାମୀ ପଦକ୍ଷେପ ଏମାନେ କ’ଣ ନେବେ ସେନେଇ କହିବା ମୁସ୍କିଲ। ଏହି ଗୁଣ ଏମାନଙ୍କ ଉପରେ ଭାରି ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri