ଏହି ୪ ରାଶିର ବ୍ୟକ୍ତି ବହୁତ ସଚ୍ଚୋଟ: ଅନ୍ଧଭାବେ କରିହେବ ବିଶ୍ୱାସ

କାହା ଉପରେ ଭରସା କରିବା ସବୁଠାରୁ କଷ୍ଟକର। କାରଣ ଲୋକମାନେ ବାହାରୁ କିଛି ଦେଖାଯାଉଥିବା ବେଳେ ଭିତରୁ ଆଉ କିଛି ଥାନ୍ତି। ପ୍ରତ୍ୟେକ ଚେହେରା ପଛରେ ଏକ ନୂଆ ଚେହେରା ଲୁଚି ରହିଥାଏ। ତେବେ ଭରସାଯୋଗ୍ୟ ବ୍ୟକ୍ତିଟିଏ ଖୋଜି ପାଇବା ବର୍ତ୍ତମାନ ସମୟରେ କଷ୍ଟକର। କିନ୍ତୁ ଜ୍ୟୋତିଷ ଶାସ୍ତ୍ର ଅନୁଶାରେ ୪ ରାଶିର ଲୋକମାନେ ଭରସାଯୋଗ୍ୟ। ଆଖି ବନ୍ଦକରି ଏମାନଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ। ଜାଣିବା ସେହି ରାଶଗୁଡ଼ିକି ବିଷୟରେ…
କର୍କଟ: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, କର୍କଟ ରାଶିର ଲୋକମାନେ ବହୁତ ସଚ୍ଚୋଟ। ଏମାନେ ବହୁତ ମଧୁର ଏବଂ ଦୟାଳୁ ସ୍ବଭାବର। ଏମାନେ ଦୟାଳୁ ସ୍ବଭାବର। ଆଖି ବନ୍ଦକରି ଏମାନଙ୍କ ଉପରେ ଭରସା କରାଯାଇ ପାରିବ।
ମେଷ: ମେଷ ରାଶିର ଲୋକମାନେ ସବୁବେଳେ ସଠିକ୍‌ କାର୍ଯ୍ୟ କରିବାକୁ ନେଇ ପରିଚିତ ହୋଇଥାନ୍ତି। ପଛରେ ଶୁଣିବାକୁ ମିଳୁଥିବା କଥା ଉପରେ ଏମାନେ ଆଦୌ ହେଲେ ଭରସା କରି ନ ଥାନ୍ତି। ଏମାନେ ଯେତେବେଳେ କିଛି ନିଷ୍ପତ୍ତି ନେଇଥାନ୍ତି ସମସ୍ତଙ୍କ ବିଷୟରେ ଭାବିଚିନ୍ତି ନେଇଥାନ୍ତି। ତେଣୁ ଏମାନେ ଭରସାଯୋଗ୍ୟ।
ତୁଳା: ଏମାନେ ଅସାଧୁ କାର୍ଯ୍ୟରେ ବିଶ୍ୱାସ କରନ୍ତି ନାହିଁ। ଏମାନେ ସଚ୍ଚେଟ ଏବଂ ବାସ୍ତବିକ। ନିଜ ମନ ଅନୁସାରେ ଏମାନେ ଠିକ୍‌ ଭୁଲ ନିଷ୍ପତ୍ତି ନେଇଥାନ୍ତି।
ମକର: ଏମାନେ କାହାକୁ ଅପମାନ କରିବା ଏବଂ ଅନ୍ୟର ବିଶ୍ୱାସ ଭାଙ୍ଗିବାକୁ ଦେଇ ନ ଥାନ୍ତି। ମକର ରାଶିର ବ୍ୟକ୍ତି କାହାକୁ ପ୍ରତିଶ୍ରୁତି ଦେଲେ ତାହାକୁ ନିଶ୍ଚୟ ପୂରଣ କରିଥାନ୍ତି। ତେଣୁ ଏମାନେ ବିଶ୍ୱାସଯୋଗ୍ୟ। ଏମାନେ ସଚ୍ଚୋଟ ମଧ୍ୟ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri