Posted inଜାତୀୟ

କଂଗ୍ରେସ ପ୍ରାର୍ଥୀଙ୍କୁ ଜୋତାମାଳ ପିନ୍ଧାଇଲେ ଲୋକେ ,ଭିଡିଓ ଭାଇରାଲ…

ଜୟପୁର,୧୬।୧୧ : ଲୋକମାନେ ରାଜସସ୍ଥାନର ବହରୋଡ-କଟପୁତଲି ଜିଲାର ବହରୋଡ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିଥିବା କଂଗ୍ରେସ ପ୍ରାର୍ଥୀ ତଥା ବିଧାୟକ ବଲଜିତ ଯାଦବଙ୍କୁ ଜୋତାମାଳ ପିନ୍ଧାଇଛନ୍ତି। ବାସ୍ତବରେ, ଯେତେବେଳେ ସେ ଭୋଟରଙ୍କ ନିକଟକୁ ଭୋଟ ମାଗିବାକୁ ଯାଇଥିଲେ, କ୍ରୋଧିତ ଲୋକମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ତାଙ୍କୁ ଜୋତାମାଳ ପିନ୍ଧାଇ ଅପମାନିତ କରିଥିଲେ।

ଯେତେବେଳେ କ୍ରୋଧିତ ଲୋକମାନେ ତାଙ୍କୁ ଜୋତା ପିନ୍ଧାଇଥିଲେ, ବଲଜିତଙ୍କ ସମର୍ଥକମାନେ ଗ୍ରାମବାସୀଙ୍କ ସହ ଝଗଡା ଆରମ୍ଭ କରିଥିଲେ। ବହରୋଡ ଗାଦୋଜ ଗ୍ରାମରେ ଏହି ଘଟଣା ଘଟିଥିବା ଜଣାପଡିଛି।

କ୍ରୋଧିତ ଲୋକମାନେ କହିଛନ୍ତି ବଲଜିତ କେତେକ ଜମିକୁ ନିଜ ଦଖଲକୁ ନେବାକୁ ଚେଷ୍ଟା କରୁଛନ୍ତି। ତେଣୁ ଯେତେବେଳେ ସେ ତାଙ୍କ ଅଞ୍ଚଳର ଭୋଟରଙ୍କଠାରୁ ଭୋଟ ଭିକ୍ଷା କରିବାକୁ ଆସିଥିଲେ, ଭୋଟରମାନେ ତାଙ୍କୁ ଜୋତା ମାଳ ପିନ୍ଧାଇଥିଲେ। ନ୍‌

ସୂଚନାନୁସାରେ, ବଲଜିତ ଯାଦବଙ୍କ ବିରୋଧରେ ଗୁଣ୍ଡାଗର୍ଦ୍ଦି ଏବଂ ଦୁର୍ନୀତିି ଅଭିଯୋଗ ରହିଛିି। ତେବେ ସ୍ଥାନୀୟ ଯୁବବର୍ଗମାନଙ୍କ ମଧ୍ୟରେ ତାଙ୍କର ପ୍ରଭାବ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri