ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ ଓ ଜିଲା  ମାଜିଷ୍ଟ୍ରେଟ  ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, ବର୍ଦ୍ଧିତ ଭତ୍ତା, କୃଷି, ରାଜସ୍ବ ଫୌଜଦାରୀ, ସ୍ବାସ୍ଥ୍ୟ, ଶିକ୍ଷା,ପ୍ରଭୁତି ବିଭିନ୍ନ ସମସ୍ୟା ସମ୍ପକିତ ମୋଟ ୧୬୬ ଟି ଅଭିଯୋଗର ଶୁଣାଣି କରି ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ପ୍ରଦାନ କରିଥିଲେ।
ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ବିନିତ୍‌ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ କମଳଜିତ୍‌ ଦାସ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡଃ ପ୍ରଶାନ୍ତ କୁମାର ହୋତା, ବାଙ୍କି ଉପଜିଲାପାଳ  ପ୍ରଣବ କୁମାର ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକାରୀ  ବାଳକୃଷ୍ଣ କହଁର,  ତହସିଲଦାର ବାଙ୍କୀ ଓ ଡମପଡା ଅଶେଷ କୁମାର ନାୟକ ଓ ବୈଶାଖୀ ଲେଙ୍କାଙ୍କ ସମେତ ଜିଲା ଓ ଉପଖଣ୍ତର ସମସ୍ତ ଅଧିକାରୀଙ୍କ ସହିତ ବ୍ଲକର ସମସ୍ତ କର୍ମଚାରୀ  ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?