ଦୀର୍ଘବର୍ଷ ପରେ ଷ୍ଟ୍ରିଟ୍‌ ଲାଇଟ୍‌ ଦେଖିଲେ ଲୋକେ

ଗଞ୍ଜାମ,୧୯ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଜୟଶ୍ରୀ ଛକ ତଥା ତ୍ରିବେଣୀ ମଠରୁ ଜାତୀୟ ରାଜପଥ ସଂଯୋଗ ବିଞ୍ଚଣାପଲ୍ଲୀ ପର୍ଯ୍ୟନ୍ତ ରାସ୍ତା ଦୀର୍ଘବର୍ଷ ହେବ ଅନ୍ଧାରରେ ଥିଲା। ଉକ୍ତ ରାସ୍ତା ଦେଇ ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଶହ ଶହ ଗାଡ଼ିମୋଟର ଯାତାୟାତ କରୁଥିଲା। କିନ୍ତୁ କିଟିକିଟି ଅନ୍ଧାରରେ ଛାତ୍ରୀଛାତ୍ର ସେମିତି ଅସୁବିଧାରେ ଯିବା ଆସିବା କରୁଥିଲେ। ଏନେଇ ଶାନ୍ତି କମିଟି ବୈଠକରେ ଷ୍ଟ୍ରିଟ୍‌ ଲାଇଟ୍‌ର ବ୍ୟବସ୍ଥା କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିବା ପରେ ଏନ୍‌ଏସି ଇଓ ଅବିନାଶ ମିଶ୍ର ଲଗାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଯାତ୍ରା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ଏନ୍‌ଏସି ପ୍ରଶାସନ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri