ଭୋକ ମେଣ୍ଟାଇବାକୁ ଖାଉଛନ୍ତି ଆମ୍ବଟାକୁଆ, ଅସୁସ୍ଥ ହେଲେ ୨ ଟଙ୍କା ପାରାସିଟାମଲ କିଣିବାକୁ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୩ା୧୧ଅରୁଣ ସାହୁ): ମାଣ୍ଡିପଙ୍କାରେ ଆମ୍ବଟାକୁଆ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଏବେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିବା ପରେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟିଛି। ଶନିବାର ଜି.ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ମାଣ୍ଡିପଙ୍କା ଗସ୍ତ କରି ମୃତକ ଓ ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟିବା ପରେ ସେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ, ଲୋକଙ୍କୁ କୌଣସି ସଉକ ନାହିଁ ଆମ୍ବଟାକୁଆ ଖାଇବାକୁ , ଭୋକ ମେଣ୍ଟାଇବାକୁ ସେମାନେ ଆମ୍ବଟାକୁଆ ଖାଉଛନ୍ତି। ସମସ୍ତ ପଞ୍ଚାୟତରେ ସଠିକ୍‌ ସମୟରେ ଚାଉଳ ବଣ୍ଟନ କରାଯାଉନାହିଁ କାହିଁକି ଏଭଳି ଅବହେଳା କରାଯାଉଛି। ସେ ଜିଲାପାଳଙ୍କ ସହ କଥା ହେବେ ବୋଲି କହିବା ସହ ଯୋଗାଣ ବିଭାଗକୁ ସେ ଏଥିପାଇଁ ଦାୟୀ କରିଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଲା ଏଠାକାର ଲୋକେ ୨ ଟଙ୍କାର ପାରାସିଟାମଲ କିଣିବାକୁ ୨୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି। ହାତପାହାନ୍ତାରେ କୌଣସି ସୁବିଧା ନ ଥିବାରୁ ଲୋକଙ୍କୁ ଦୂରକୁ ଯାଇ ଔଷଧପତ୍ର କିଣିବାକୁ ପଡୁଛି। ଏଥିପ୍ରତି ମଧ୍ୟ ସରକାର ଧ୍ୟାନ ଦେବା ଉଚିତ ବୋଲି ବିଧାୟକ କହିଛନ୍ତି।

ସେହିପରି ବ୍ରାହ୍ମଣୀଗାଁର ୮ଟି ପଞ୍ଚାୟତ ଅତି ଦୁର୍ଗମ ଅଞ୍ଚଳରେ ରହିଛି ଏହାର ବିକାଶ ପାଇଁ ବ୍ରାହ୍ମଣୀଗାଁକୁ ସରକାର ବ୍ଲକ ଘୋଷଣା କରନ୍ତୁ ବୋଲି ତାଙ୍କ ଦାବି ଦୋହରାଇଛନ୍ତି। ସେ ପୂର୍ବରୁ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଜଣାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri