Posted inଫୁରସତ

ସାମ୍ନାକୁ ଆସିଲା ରାସ୍ତାରେ ଫୁଲ ବିକୁଥିବା ଏହି ଯୁବତୀଙ୍କ ଅସଲି ଫଟୋ, ଆଶ୍ଚର୍ଯ୍ୟ ହେଉଛନ୍ତି ଲୋକେ…

ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜଣେ ଯୁବତୀ ଚର୍ଚ୍ଚାରେ ରହିଥିଲେ। ପ୍ରଥମେ ସେ ରାସ୍ତାକଡ଼ରେ ଫୁଲ ବିକ୍ରି କରୁଥିବା ବେଳର ଫଟୋ ଏବଂ ଭିଡିଓ ବେଶ ଭାଇରାଲ ହୋଇଥିଲା। ଏଜଣେ କ୍ୟାମେରାମ୍ୟାନ ଯୁବତୀଙ୍କ ଫଟୋ ଉଠାଉଥିବା ଦେଖିବାକୁ ମିଳିଥିଲା। ଏହା ପରେ ଲୋକମାନେ ଯୁବତୀ ସତକୁ ସତ ଫୁଲ ବିକନ୍ତି ବୋଲି ଅନେକଙ୍କ ଧାରଣା ହୋଇଥିଲା। ଏବେ ଏହି ଯୁବତୀଙ୍କ ଅସଲ ଫଟୋ ସାମ୍ନାକୁ ଆସିଛି, ଯାହାକୁ ଦେଖି ଲୋକେ ବିଶ୍ୱାସ କରିପାରୁ ନାହାନ୍ତି। ଫୁଲ ବିକୁଥିବା ଯୁବତୀ ଶ୍ୟାମଳ ରଙ୍ଗର ଥିବା ବେଳେ ଏହି ଯୁବତୀ ଗୋରା ଥିବା ଦେଖାଯାଉଛି।
ଫଟୋ ଦେଖିବା ପରେ ଯଦି ଆପଣଙ୍କ ମନରେ ବି ସମାନ ପ୍ରଶ୍ନ ମଧ୍ୟ ଉଠିଛି, ତେବେ ସତ୍ୟ କିଛି ଏଭଳି। ଇନଷ୍ଟାଗ୍ରାମରେ ଅନଶା ମୋହନ ନାମକ ଏକ ଆକାଉଣ୍ଟ ରହିଛି। ଏହି ଆକାଉଣ୍ଟ ଫଟୋରେ ଥିବା ଯୁବତୀ ଏବଂ ଫୁଲ ବିକ୍ରି କରୁଥିବା ଯୁବତୀ ସମାନ। ଅନଶା ଜଣେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍‌ସର। ସେ କିଛି ଦିନ ତଳେ ରାସ୍ତାରେ ଫୁଲ ବିକ୍ରି କରୁଥିବାର ଫଟୋଶୁଟ୍‌ କରାଇଥିଲେ। ଅଗଷ୍ଟ ମାସରେ ସେ ଏହାକୁ କରିଥିବା ବେଳେ ତାଙ୍କର ଫଟୋଗୁଡ଼ିକ ବେଶ ଭାଇରାଲ ହୋଇଆସୁଛି।

ଦେଖନ୍ତୁ ଫଟୋଶୁଟ୍‌ର ଭିଡିଓ:

ଅନ୍‌ଶା ନିଜ ଦେହର ରଙ୍ଗକୁ କଳା କରି ଫୁଲ ବିକ୍ରି କରୁଥିବା ଫଟୋଶୁଟ୍‌ କରାଇଥିଲେ। ହେଲେ ସେ ବାସ୍ତବରେ ଦେଖିବାକୁ ଗୋରା, ବେଶ ସୁନ୍ଦର। ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ କାହିଁରେ କେତେ। ୩ଲକ୍ଷରୁ ଅଧିକ ଫଲୋଅର୍‌ ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଅଛନ୍ତି। ପ୍ରତିଟି ଭିଡିଓରେ ତାଙ୍କର ଲକ୍ଷେରୁ ଅଧିକ ଭ୍ୟୁ ରହିଛି। ସେହିଭଳି ଫଟୋରେ ହଜାର ହଜାର ଲାଇକ୍ସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri