ଛିଡା ହୋଇଥିଲା ପୋଲିସ:  ସମବାୟ ସମ୍ପାଦକଙ୍କୁ ଘେରି ସାର ବସ୍ତା ବୋହିନେଲେ ଲୋକେ

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଉପସ୍ଥିତିରେ ସାର ବସ୍ତା ବୋହିନେଲେ ଚାଷୀ। ମଉଳାଭଣଜା ସେବା ସମବାୟ ସମିତିରୁ ସାର ବସ୍ତା ବୋହିନେଇଥିବା  ଦେଖିବାକୁ ମିଳିଛି। ସମବାୟ ସଂପାଦକଙ୍କୁ ଘେରି ସାର ବସ୍ତା ବୋହିନେଇଥିବା କୁହାଯାଉଛି।
ପ୍ରଥମେ ସାର ମିଳୁ ନଥିବାରୁ NH ଅବରୋଧ କରିଥିଲେ  ଶତାଧିକ ଚାଷୀ ଦିଗପହଣ୍ଡି-ଡେଙ୍ଗାଉସ୍ତା ମୁଖ୍ୟ ରାସ୍ତା ଅବରୋଧକରି  ମଉଳାଭଣଜାରେ ଆନ୍ଦୋଳନ ଜାରି ରଖିଥିଲେ। ଏନଏଚ ୩୨୬ ଅବରୋଧ  ଗାଡ଼ି ମୋଟର ଅଟକି ରହିଛି। ଚପାଉତ୍ତେଜନା ମଧ୍ୟ ଲାଗି ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri