ଡାକ୍ତରଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ: ବରଗଡ଼-ଛତିଶଗଡ଼ ଯାତାୟତ ବିଚ୍ଛିନ୍ନ

ବରଗଡ଼ ଅଫିସ/ଅମ୍ବାଭୋନା,୩୧।୮: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ହିତାକାଂକ୍ଷୀ ପ୍ରଧାନଙ୍କୁ ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ବଦଳି ହୋଇଛି। ବଦଳି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ତାଙ୍କ ବଦଳି ଆଦେଶକୁ ପ୍ରତ୍ୟାହାର କରିବା ଦାବିରେ ମଙ୍ଗଳବାର ସକାଳୁ ଅମ୍ବାଭୋନା, ଭୁକ୍ତା ଅଞ୍ଚଳର ସଚେତନ ନାଗରିକମାନେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ରାସ୍ତାକୁ ଓହ୍ଲାଇଛନ୍ତି। ରାସ୍ତା ଅବରୋଧ ହୋଇଥିବା ଯୋଗୁ ବରଗଡ଼-ଛତିଶଗଡ଼ ରାସ୍ତାରେ ଯାତାୟତ ବିଚ୍ଛିନ୍ନ ହୋଇ ଯାଇଛିି। ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହାନ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲର ଧକ୍କାରେ ନାବାଳିକା ମୃତ: ୨୬ ନଂ. ଜାତୀୟ ରାଜପଥ ଅବରୋଧ

କେସିଙ୍ଗା,୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ନୁନ୍‌ମାଠ ନିକଟ ୨୬ ନଂ. ଜାତୀୟ ରାଜପଥ ପାରହେଉଥିବା ବେଳେ ଜଣେ ନାବାଳିକାଙ୍କ ଉପରେ ଲାଞ୍ଜିଗଡ଼ସ୍ଥିତ  ଏକ...

ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର

ଫୁଲବାଣୀ ଅଫିସ,୨୧ା୩:  ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍‌ ମାଗିବାରୁ ସେମାନେ ମାଡ...

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ ।...

ନିଖୋଜ ପୁଅର ପତ୍ତା ମିଳୁନି: ପରିବାରବର୍ଗଙ୍କ ରାସ୍ତା ଅବରୋଧ

ରାଇକିଆ,୩।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ଅଲିମାହା ସାହିର ଶୁଭେନ୍ଦୁ ମଲିକ ଗତ ଜାନୁୟାରୀରୁ ନିଖୋଜ ହୋଇଯାଇଛନ୍ତି। ୧୮ ଦିନ ବିତି ଯାଇଥିଲେ ମଧ୍ୟ ନିଖୋଜ...

ବ୍ରିଜ୍‌ରୁ ପାତାଳି ନଦୀକୁ ଖସି ୨ ମୃତ

କୋରାପୁଟ,୫।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆଠାରେ ମଙ୍ଗଳବାର ରାତିରେ ଏକ ବ୍ରିଜ୍‌ ନିକଟରେ କାର- ଓ ଅଟୋ ମୁହାଁମୁହିଁ ହୋଇ ଗାଡି ୨ଟି ପାତାଳୀ ନଦୀ ଭିତରକୁ...

କଟକରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍‌ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ...

ତାମିଲନାଡ଼ୁରେ ଫସିଛନ୍ତି ଶତାଧିକ ଶ୍ରମିକ

ଭଞ୍ଜନଗର,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବଦାଙ୍ଗି ଗ୍ରାମର ବହୁ ଯୁବକ ତାମିଲନାଡ଼ୁରେ...

ଘରେ ପଶି ଯୁବକଙ୍କ ହତ୍ୟା ଘଟଣା; ଦୁଇ ସନ୍ଦିଗ୍ଧ ଅଟକ

ବଲାଙ୍ଗୀର ଅଫିସ,୧୮।୧୨: ବଲାଙ୍ଗୀର ସହର ଗାନ୍ଧୀନଗରପଡାରେ ଶୁକ୍ରବାର ଅପରାହ୍ନରେ ଘରେ ପଶି ଯୁବକଙ୍କ ତଣ୍ଟି କାଟି ହତ୍ୟା ଘଟଣାରେ ବଲାଙ୍ଗୀର ପୋଲିସ ଦୁଇ ସନ୍ଦିଗ୍ଧ ଯୁବକଙ୍କୁ...

Advertisement
Archives

Model This Week