ଫେଷ୍ଟିଭ ସିଜିନରେ ଏହି ଜିନିଷଗୁଡିକର ହେବନି ଦରବୃଦ୍ଧି

ନୂଆଦିଲ୍ଲୀ,୧୨।୧୦: ପାର୍ବଣ ଆସିଛି। ତେବେ ପାର୍ବଣ ପାଇଁ ଲୋକମାନେ ମଧ୍ୟ ସପିଂ କରିବାରେ ଲାଗି ପଡିଲେଣି। କିଏ ଅନଲାଇନରେ ଅଫର ଦେଖି ସପିଂ କରୁଛି ତ କିଏ ଅଫଲାଇନରେ ମାର୍କେଟ ମାର୍କେଟ ବୁଲି ବଜେଟ ଫ୍ରୁଫ ଜିନିଷ କିଣିବାରେ ଲାଗିଛନ୍ତି। ତେବେ ପାର୍ବଣକୁ ନେଇ ଅନେକ ରୋଷେଇ ଘର ସାମଗ୍ରୀ ଓ ଖାଦ୍ୟ ସାମଗ୍ରୀ ଶସ୍ତା ହୋଇପାରେ ବୋଲି କଳ୍ପନା କରାଯାଉଛି। ତେବେ ଉତ୍ସବ ସମୟରେ ମଇଦା, ଚାଉଳ, ଡାଲି, ତେଲ ଏବଂ ଚିନି ମୂଲ୍ୟରେ ନ ବଢାଇବାକୁ ସରକାର ଦିର୍ଦ୍ଦେଶ ଦେଇଛନ୍ତି। ସାମଗ୍ରୀ ଯୋଗାଣ ଏବଂ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ସରକାର ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଏହି ସାମଗ୍ରୀର ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଏବଂ ଷ୍ଟକ ହୋଲ୍ଡିଂ ସୀମା ଧାର୍ଯ୍ୟ କରିଛନ୍ତି। ଏହା ବ୍ୟତୀତ ବଜାରରେ ଗହମ, ଚାଉଳ, ଚଣା ଏବଂ ପିଆଜକୁ ଅଧିକ ଅଧିକ ବିକ୍ରି କରିବାକୁ ନିଷ୍ପତ୍ତି ନିଆଯାଇଛି।
ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ, ପାର୍ବଣ ସମୟରେ ଚିନି ସମେତ ଖାଦ୍ୟ ସାମଗ୍ରୀର ମୂଲ୍ୟ ଶୀର୍ଷରେ ପହଞ୍ଚିଥାଏ। କିନ୍ତୁ ଏଥର ଦର ବୃଦ୍ଧି ହେବ ନାହିଁ। ଗହମ, ମଇଦା, ଚଣା, ଦୁଗ୍ଧ ସାମଗ୍ରୀ, ରନ୍ଧନ ତେଲ ଓ ଚିନିର ମୂଲ୍ୟ ନିୟନ୍ତ୍ରଣ ରହିବ ବୋଲି ଆଶା କରାଯାଉଛି।
ସରକାର ଅଧିକରୁ ଅଧିକ ଚିନି ବଜାରରେ ମହଜୁଦ ରଖିବା ପାଇଁ ନତର୍ଦ୍ଦେଶ ଦେଇଛନ୍ତି। ଦିପାବଳୀ ସମୟରେ ଚିନି ମୂଲ୍ୟରେ ବୃଦ୍ଧି ହେବାର କୌଣସି ସମ୍ଭାବନା ନାହିଁ। ପର୍ବପର୍ବାଣିରେ ଘିଅ, କ୍ଷୀର ଏବଂ ଅନ୍ୟାନ୍ୟ ଦୁଗ୍ଧଜାତ ଦ୍ରବ୍ୟର ଅଧିକ ବ୍ୟବହାର ହେଉଛି, ବେ ଏଗୁଡିକର ଦର ମଧ୍ୟ ବୃଦ୍ଧି ପାଇବାର ସମ୍ଭାବନା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri