Posted inଫୁରସତ

ଲୋକ ଡାକ୍ତର-ଇଞ୍ଜିନିୟର ହେବାକୁ ଚାହାନ୍ତି, ଏ ବ୍ୟକ୍ତିଜଣଙ୍କ କିନ୍ତୁ ହୋଇଗଲେ କୁକୁର; କାରଣ ଜାଣିଲେ ମୁଣ୍ଡରେ ଦେବେ ହାତ

ଅନେକେ ପାଠପଢ଼ି ଡାକ୍ତର କିମ୍ବା ଇଞ୍ଜିନିୟର ହେବାକୁ ସ୍ବପ୍ନ ଦେଖିଥାନ୍ତି। ଏଥିଲାଗି ସେମାନେ ଦିନରାତି ଏକ କରି ପରିଶ୍ରମ କରିଥାନ୍ତି। ଦିନ ଆସେ ସେମାନଙ୍କ ପରିଶ୍ରମ ସଫଳ ହୁଏ। ସେମାନେ ପରିବାରର ନାଁ ଉଚ୍ଚା କରିଥାନ୍ତି। କିନ୍ତୁ ଜାପାନର ଜଣେ ବ୍ୟକ୍ତି ପିଲାଟି ଦିନରୁ କୁକୁର ହେବାକୁ ଚାହୁଁଥିଲେ। ଚକିତ ଲାଗୁଥିଲେ ହେଁ କଥାଟି ସତ। ଏବେ ତାଙ୍କ ସ୍ବପ୍ନ ପୂରଣ ହୋଇଥିବା ବେଳେ ସେ ଚର୍ଚ୍ଚାରେ ଅଛନ୍ତି।

ଜାପାନର ଉକ୍ତ ବ୍ୟକ୍ତିଙ୍କ ନାମ ହେଉଛି ଟୋକୋ। ସେ ବଡ଼ ହୋଇ କୁକୁର ହେବାକୁ ଚାହୁଁଥିଲେ। ଏବେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରି ସେ ନିଜର ସଉକ ପୂରଣ କରିଛନ୍ତି। ଏବେ ସେ ସମ୍ପୂର୍ଣ୍ଣ ଭାବେ କୁକୁର ପାଲଟିଛନ୍ତି। ଯିଏ ବି ତାଙ୍କୁ ଦେଖୁଛି ସେ ଜଣେ ମଣିଷ ବୋଲି ଚିନ୍ତା କରିପାରିବ ନାହିଁ।

କହିରଖୁଛୁ, ୧୩ ଲକ୍ଷ ଖର୍ଚ୍ଚ କରି ଟୋକୋ କୁକୁର ଭଳି ପୋଷାକ ତିଆରି କରିଛନ୍ତି। ସର୍ବଦା ସେ ତାକୁ ପିନ୍ଧି ରହୁଛନ୍ତି। ଏବେ ସତ ସତିକା କୁକୁର ମଧ୍ୟ ତାଙ୍କୁ ଦେଖି ଦୌଡ଼ି ପଳାଉଛନ୍ତି।

ସୋସିଆଲ ମିଡିଆରେ ଟୋକୋଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓଟିକୁ ‘ଟୋକୋ ଦ ଡଗ୍‌’ ନାମକ ଏକ୍ସ ଆକାଉଣ୍ଟରୁ ଶେୟାର କରାଯାଇଛି।

ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି।...

ୟୁଟ୍ୟୁବର ଏହି ଥମ୍ବନେଲରେ ହେବ ଖୁବ ରୋଜଗାର, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧୫।୬: ୟୁଟ୍ୟୁବର୍ସ ଏହାର କ୍ରିଏଟରଙ୍କୁ ଧ୍ୟାନରେ ରଖି ୟୁଟ୍ୟୁବ ‘ଥମ୍ବନେଲ ଟେଷ୍ଟ ଆଣ୍ଡ କମ୍ପେୟାର’ ନାମକ ଏକ ନୂତନ ଉପକରଣ ବାହାର କରିଛି। ୟୁଟ୍ୟୁବ ବ୍ୟବହାରକାରୀଙ୍କ...

ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅଧିକ ପାଓ୍ବାରଫୁଲ ଉପ ମୁଖ୍ୟମନ୍ତ୍ରୀ! ମନ୍ତ୍ରୀମାନଙ୍କ ଠାରୁ ମିଳେ କେତେ ଅଧିକ ଦରମା?

ନୂଆଦିଲ୍ଲୀ,୧୪।୬: ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ନୂଆ ସରକାର ଶପଥ ନେଇଛନ୍ତି। ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶାସନ କମାଣ ଧରିଥିବାବେଳେ ଓଡ଼ିଶାରେ ୨୪ବର୍ଷରେ କ୍ଷମତାକୁ...

କୁଏଟ୍‌ ଦୁର୍ଘଟଣାରେ ଚାଲିଗଲା ୨ ଓଡ଼ିଆ ପୁଅଙ୍କ ଜୀବନ, କାହିଁକି ଏଠାକୁ ଖଟିବାକୁ ଯାଆନ୍ତି ଭାରତୀୟ, ଦରମା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୪।୬: କୁଏଟ୍‌ର ଏକ ଦୁର୍ଘଟଣାରେ ପ୍ରାୟ ୫୦ ଜଣଙ୍କର ମୃତ୍ୟୁ ଘଟିଛି, ସେମାନଙ୍କ ମଧ୍ୟରୁ ୪୫ଜଣ ଭାରତୀୟ। ସବୁଠାରୁ ବଡ଼ କଥା ହେଉଛି ସେମାନଙ୍କ ମଧ୍ୟରେ...

କ୍ୟାବିନେଟ ଓ ରାଜ୍ୟ ମନ୍ତ୍ରୀଙ୍କ ମଧ୍ୟରେ ଫରକ୍‌ କ’ଣ? କାହାକୁ ମିଳେ କେତେ ଦରମା କେଉଁ ସୁବିଧା

ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାରର ସମସ୍ତ ମନ୍ତ୍ରୀ ଚାରିଦିନ ପୂର୍ବରୁ ଶପଥ ଗ୍ରହଣ କରିଛନ୍ତି। ମୋଦି ସରକାରଙ୍କ ୭୧ ସଦସ୍ୟ ବିଶିଷ୍ଟ...

ଗିନିଜ୍‌ ୱାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଲେ ଏହି ଦମ୍ପତି: ଉଚ୍ଚତା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବ୍ରାସିଲିଆ:ଗିନିଜ ୱାଲର୍‌ଡ ରେକର୍ଡସ୍‌ ସଂଗଠନ କ୍ରମାଗତ ବିଭିନ୍ନ ଉଲ୍ଲେଖନୀୟ ମାନବୀୟ ସଫଳତାକୁ ସ୍ବୀକୃତି ଦେଇଥାଏ। ନିକଟରେ ଏହା ବ୍ରାଜିଲର ଏକ ଦମ୍ପତିଙ୍କୁ ବିଶ୍ୱର ସବୁଠାରୁ କମ୍‌...

ମଣିଷ ବେଶରେ ରୁହନ୍ତି ଏଲିଅନ

ଲଣ୍ଡନ, ୧୪।୬:ସାରା ବିଶ୍ୱର ବୈଜ୍ଞାନିକମାନେ ଏଲିଅନଙ୍କ ରହସ୍ୟକୁ ନେଇ ଦଶନ୍ଧି ଦଶନ୍ଧି ଧରି ଗବେଷଣା କରୁଥିଲେ ମଧ୍ୟ ଏବେ ସୁଦ୍ଧା ଏହି ପ୍ରଶ୍ନର କୌଣସି ଠୋସ୍‌...

ଜଳୁଛି ୫,୫୯,୫୪,୨୭,୯୫୦ ଟଙ୍କାର କୋକେନ… ଦେଖନ୍ତୁ କେମିତି ଦେଖାଯାଉଛି ଭିଡିଓ

ଏଲସାଲଭେଡର,୧୬।୬: ଆପଣ ନିଶ୍ଚୟ ଅନେକ ଦାମୀ କାର, ବଡ ଅଟ୍ଟାଳିକା ଇତ୍ୟାଦି ନିଆଁକୁ ଆୟତ୍ତ କରୁଥିବା ଦେଖିଥିବେ, କିନ୍ତୁ ଆପଣ କେବେ ଦେଖିଛନ୍ତି କି ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri