Posted inଫୁରସତ

ଭୂତ ଭାବି ଡରୁଥିଲେ, ପରେ ଏଥିରୁ ଯାହା ମିଳିଲା ଲୋକେ ଦେଖି ଆଶ୍ଚର୍ଯ୍ୟ

ଝାଡ଼ଖଣ୍ଡର ପାଲାମୁ ଜିଲାର ଏକ କ୍ଷେତରୁ ଗୋଟିଏ ପାତ୍ର ମିଳିଛି। ଯାହାର ରୂପ ତଥା ଆକୃତି ଦେଖି ଲୋକେ ଭୂତ ଭାବି ଡରି ଏହାର ପାଖ ମାଡୁ ନ ଥିଲେ। ମାତ୍ର ପରେ ଯାହା ଦେଖିଲେ, ଆଶ୍ଚର୍ଯ୍ୟ ହୋଇଗଲେ।
ରିପୋର୍ଟ ଅନୁଯାୟୀ, ଝାଡ଼ଖଣ୍ଡର ପାଲାମୁ ଜିଲା ପାଙ୍କି ସହର ଅନ୍ତର୍ଗତ ଏକ ଗାଁରେ ଏପରି ଘଟଣା ଦେଖିବାକୁ ମିଳିଛି। ଏହି ଗାଁର ଚାଷଜମିରୁ ଏକ ପାତ୍ର ମିଳିଛି। ଏହା ଜାଣିବା ପରେ ପ୍ରଶାସନ ଯାଇ ଏହି ପାତ୍ର ଏବଂ ସେଥିରୁ ବାହାରିଥିବା ମୁଦ୍ରାଗୁଡ଼ିକୁ ଜବତ କରିଛି। ଏହା ମୋଗଲ ସାମ୍ରାଜ୍ୟ ସମୟର ବୋଲି ଅନୁସନ୍ଧାନ ବେଳେ ଜଣାପଡ଼ିଛି। ପାଙ୍କି ପୋଲିସ ଷ୍ଟେଶନର ଦାୟିତ୍ୱରେ ଥିବା ଜେ.କେ ରମଣ କହିଛନ୍ତି ଯେ, ପାତ୍ରଟି ପିତ୍ତଳର ଅଟେ। ଏହି ପାତ୍ର ମଧ୍ୟରେ ଥିବା ମୁଦ୍ରାରେ ୯୦୨, ୧୧୦୦ ଏବଂ ୧୦୮୨ ଖ୍ରୀଷ୍ଟାବ୍ଦ ଊର୍ଦ୍ଦୁ ଏବଂ ଆରବି ଭାଷାରେ ଲେଖାଯାଇଛି। ପୋଲିସ ଏହି ପାତ୍ର ଏବଂ ମୁଦ୍ରା ପ୍ରଶାସନକୁ ହସ୍ତାନ୍ତର କରିଛି। ଏଗୁଡ଼ିକୁ ପ୍ରତ୍ନତତ୍ତ୍ୱ ବିଭାଗକୁ ହସ୍ତାନ୍ତର କରାଯିବ।
ନୌଡିହା ଗାଁର ଭଲହିଟୋଲାରେ ରହୁଥିବା ବଚ୍ଚନ ବୈଠାଙ୍କ କ୍ଷେତରୁ ଏହି ପାତ୍ରଟି ମିଳିଥିବା ପୋଲିସ କହିଛି। ଯେତେବେଳେ ପାତ୍ରଟି ବାହାରକୁ ଆସିଲା, କାଦୁଅ ହେତୁ କେହି ଏହାକୁ କେହି ଜାଣିପାରିଲେ ନାହିଁ। ବର୍ଷା ହେବାରୁ ଜଣାପଡ଼ିଥିଲା। କିନ୍ତୁ ପାତ୍ରର ଗଠନ ଏବଂ ପ୍ରାଚୀନତା ଦେଖିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଲୋକେ ଭୟରେ ପାତ୍ରଟିକୁ ଛୁଉଁ ନ ଥିଲେ। କିଛି ପିଲା ଏହି ପାତ୍ରରେ ଖେଳିବାରୁ ଲୋକଙ୍କ ଭୟ ଦୂର ହୋଇଥିଲା। ମାତ୍ର ପାତ୍ରଟି ଖୋଲିବା ପରେ ଏଥିରେ ଏତେସଂଖ୍ୟକ ମୁଦ୍ରା ଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri