ଶାହାରୁଖଙ୍କ ଲୁକ ଦେଖି ଫିଦା ହେଲେ ପ୍ରଶଂସକ

ମୁମ୍ବାଇ: ଦେଶର ପରିଚିତ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନି ଓ ନିତା ଅମ୍ବାନି ଶୁକ୍ରବାର ମୁକେଶ ଅମ୍ବାନି କଲଚରାଲ ସେଣ୍ଟରର ଓପନିଂ ସେରିମନି ରଖିଥିଲେ। ଏଥିରେ ବଲିଉଡର ବହୁ ସେଲିବ୍ରିଟି ଯୋଗ ଦେଇଥିଲେ। ତେବେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ବଲିଉଡ ଦେଶି ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ତାଙ୍କ ପତି ନିକ ଜୋନସ। ଉଭୟ ଏକାଠି ଫଟୋ ପୋଜ ଦେଉଥିବା ନଜର ଆସିଥିଲେ। ଏହାପରେ ସବୁଠାରୁ ଅଧିକ ଆକର୍ଷଣର କେନ୍ଦ୍ର ଥିଲେ ବଲିଉଡ ବାଦଶାହା ଶାହାରୁଖ ଖାଁ।
ଏହି ପାର୍ଟିରେ ସେ ପତ୍ନୀ ଗୌରି ଖାଁ ଓ ଝିଅ ସୁହାନାଙ୍କ ସହ ଫଟୋ ପୋଜ ଦେଇଥିଲେ। ପ୍ରଥମେ ସମସ୍ତେ ଭାବିଥିଲେ ଫଟୋରେ ଯିଏ ନଜର ଆସିଛନ୍ତି ସେ ହେଉଛନ୍ତି ଆର୍ଯ୍ୟନ ଖାଁ। ହେଲେ ସେ ଥିଲେ ପଠାନ। ଶାହାରୁଖଙ୍କ ଏମିତି ଲୁକ ସମସ୍ତଙ୍କୁ ଚମକାଇ ଦେଇଥିଲା। ଏମାନେ ସମସ୍ତେ ସଲମାନଙ୍କ ସହ ମିଶି ବି ଫଟୋ ପୋଜ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri