Posted inଜାତୀୟ

ଇଡ଼ିକୁ ଭୟ କରୁଥିବା ଲୋକେ ଆମ ଗୋଷ୍ଠୀକୁ ନ ଆସିବା ଭଲ, କହିଲେ ଶିନ୍ଦେ…

ମୁମ୍ବାଇ, ୩୧।୭ : ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ଆବଣ୍ଟନ ଏବଂ ଇଡି ଦ୍ୱାରା ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇଛନ୍ତି। ସର୍ବପ୍ରଥମେ ମନ୍ତ୍ରଣାଳୟର ଆବଣ୍ଟନ ବିଷୟରେ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ରାଜ୍ୟ କ୍ୟାବିନେଟ ଗଠନ ପାଇଁ ମନ୍ତ୍ରଣାଳୟର ଆବଣ୍ଟନ ଖୁବ ଶୀଘ୍ର ସ୍ଥିର ହେବ। ଆମେ ଉପ-ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ବିକାଶ ଉପରେ କାର୍ଯ୍ୟ କରୁଛୁ।

ଏଥିସହ ଯେତେବେଳେ ଶିନ୍ଦେଙ୍କୁ ସଞ୍ଜୟ ରାଉତଙ୍କ ବିରୋଧରେ ଇଡି କାର୍ଯ୍ୟାନୁଷ୍ଠାନ ଉପରେ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ ଏହାର ତଦନ୍ତ ଚାଲିଛି। ଯଦି ସେ କିଛି ଭୁଲ କରିନାହାଁନ୍ତି ତେବେ କାହିଁକି ଭୟଭୀତ ହେଉଛନ୍ତି? ସେ ଜଣେ ବଡଏମଭିଏ ନେତା ଥିଲେ। ଶିନ୍ଦେ କହିଛନ୍ତି ଯେ ଏଭଳି ଲୋକମାନେ ଆମ ଗୋଷ୍ଠୀକୁ ଆସିବା ଉଚିତ ନୁହେଁ ଯେଉଁମାନେ ଇଡିକୁ ଭୟ କରୁଛନ୍ତି।

ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମଧ୍ୟ ପୂର୍ବରୁ ଯାଞ୍ଚ କରିଥିଲା। ଯଦି କେନ୍ଦ୍ର ସରକାରଙ୍କ ଭୟରେ ଇଡି କାର୍ଯ୍ୟ କରୁଛି ତେବେ ସୁପ୍ରିମକୋର୍ଟ ଏହା ଉପରେ ପଦକ୍ଷେପ ନେବା ଜରୁରୀ। ଇଡି ଏହାର କାର୍ଯ୍ୟ କରୁଛି ବୋଲି ଶିନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri