ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ ଆଶଙ୍କା ରହିଥାଏ। ମେରିଲ୍ୟାଣ୍ଡର ଜନ୍‌ ହାପିଙ୍ଗ୍‌ସ ବଲୁମବର୍ଗ ସ୍କୁଲ୍‌ ଅଫ୍‌ ପବ୍ଲିକ ହେଲ୍‌ଥ ଦ୍ୱାରା ଏହି ରିସର୍ଚ୍ଚ କରାଯାଇଛି।

ବିଶେଷଜ୍ଞମାନେ କହିଛନ୍ତି, ଶାକାହାରୀଙ୍କ ମଧ୍ୟରେ କରୋନା ସଂକ୍ରମଣରେ ଅବସ୍ଥା ଖରାପ ହେବାର ଆଶଙ୍କା ୭୩ ପ୍ରତିଶତ ରହିଛି। ଏଥିସହିତ ସାମୁଦ୍ରିକ ମାଛ ଖାଉଥିବା ଲୋକଙ୍କ ମଧ୍ୟରେ ୫୯ ପ୍ରତିଶତ ବିପଦ କମିଥାଏ।

୨,୮୮୪ ସଂକ୍ରମିତ ଫ୍ରଣ୍ଟ୍‌ଲାଇନ କର୍ମଚାରୀଙ୍କ ଉପରେ କରାଯାଇଥିବା ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଶାକାହାରୀଙ୍କ ଅବସ୍ଥା ଖରାପ ହେବାର ଆଶଙ୍କା ବହୁତ କମ୍‌। ଶାକାହାରୀ ଖାଦ୍ୟରେ ଅନେକ ପ୍ରକାରର ଭିଟାମିନ୍‌, ମିନେରାଲ୍ସ ଏବଂ ପୋଷକତତ୍ତ୍ୱ ରହିଥାଏ। କମ୍‌ ବିପଦର ଏହା ମଧ୍ୟ କାରଣ ହୋଇପାରେ। ଏହି ପୋଷକ ତତ୍ତ୍ୱ ରୋଗ ସହ ଲଢ଼େଇ କରିବାରେ ସହାୟକ ହୋଇଥାଏ।

ଦିନମାନର ଖାଦ୍ୟରେ ୫୦ ପ୍ରତିଶତର ଅଧିକ ଫଳ ଏବଂ ପନିପରିବା ଖାଆନ୍ତୁ। ଏଥିରେ ଶସ୍ୟ ମଧ୍ୟ ସାମିଲ କରନ୍ତୁ। ଅଣ୍ଡା, ମାଛ, ମାଂସ ଆଦି ଖାଦ୍ୟଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri