Posted inଜାତୀୟ

ସ୍ବାଧିନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଦେଶରେ ସୃଷ୍ଟି କରୁଛନ୍ତି ଘୃଣାର ବାତାବରଣ…

ନୂଆଦିଲ୍ଲୀ, ୨୮।୧୨: ଦେଶର ସ୍ବାଧୀନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଘୃଣାର ବାତାବରଣ ସୃଷ୍ଟି କରୁଛନ୍ତି। ସମାଜରେ ଉତ୍ତେଜନା ସୃଷ୍ଟି କରିବା ଏଭଳି ଲୋକଙ୍କ କାମ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। କଂଗ୍ରେସର ୧୩୭ ସ୍ଥାପନା ଦିବସ ଅବସରରେ ଦଳୀୟ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବା ଅବସରରେ ସେ ଏହା ପ୍ରକାଶ କରିଛନ୍ତି। ଏଭଳି ଲୋକଙ୍କ ବିଭାଜନ ଚିନ୍ତାଧାରା ଯୋଗୁ ସମାଜରେ ଅଶାନ୍ତି ବୃଦ୍ଧି ପାଇବା ସହିତ ଲୋକତନ୍ତ୍ର ପ୍ରତି ବିପଦ ଦେଖାଦେଇଛି।

ଦଳକୁ ତୃଣମୂଳସ୍ତରରୁ ସୁଦୃଢ଼ କରିବା କାର୍ଯ୍ୟ ଉପରେ ସୋନିଆ ଗୁରୁତ୍ୱପ୍ରଦାନ କରିବା ସହିତ ଧାରଣା ପ୍ରର୍ଦଶନ ସହିତ ଆନ୍ଦୋଳନ ରଣନୀତି ଉପରେ କର୍ମକର୍ତ୍ତାମାନେ ଧ୍ୟାନ ଦେବାର ଆବଣ୍ୟକତା ରହିଛି ବୋଲି ସୋନିଆ କହିଛନ୍ତି।  ଭାଜପାର ନାମ ନ ନେଇ ସୋନିଆ ଶାସକ ଦଳକୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri