ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ। ମୃତଦେହ ଠାରୁ ପ୍ରାୟ ୪୦ କିମି ଦୂରରେ ମିଳିଲା ମହିଳାଙ୍କ କଟାମୁଣ୍ଡ। ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରାଯାଇଛି। କଟାମୁଣ୍ଡ ମିଳୁ ନଥିବାରୁ ଏମ୍ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା।

ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬ ଗ୍ରାମ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ରାଖେଲଗୁଡ଼ା ଗ୍ରାମବାସୀଙ୍କ ସମେତ ଆଦିବାସୀ ସମ୍ପ୍ରଦାୟର ଲୋକେ ଏମ୍‌ଭି-୨୬ ଗାଁରେ ପଶି ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିବା ସହ ୫୦ରୁ ଊର୍ଦ୍ଧ୍ୱ ଘରେ ନିଆଁ ଲଗାଇ ଜାଳିଦେଇଛନ୍ତି। ପୋଡ଼ାଜଳା ପରେ ମଙ୍ଗଳବାର ଏମ୍‌ଭି-୨୬ଗାଁରେ ରହୁଥିବା ଲୋକେ ଗାଁ ଛାଡି ବାହାରକୁ ଚାଳିଯାଉଥିବା ଜଣାପଡିଛି।

ଅନ୍ୟପକ୍ଷେ ଶାନ୍ତି ବଜାୟ ରଖିବାକୁ ମାଲକାନଗିରି ଜିଲାରେ ସୋମବାର ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ ସହ ବିଦେଶୀ ମଦଦୋକାନ ବନ୍ଦ ପାଇଁ ଜିଲାପାଳ ସୋମେଶ ଉପାଧ୍ୟାୟ ନିର୍ଦ୍ଦେଶ ଜାରି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri