Posted inଫୁରସତ

ମହାକାଶରେ ରୋମାନ୍ସ କରିବେ ଲୋକେ

ପ୍ରେମ ଏପରି ଏକ ଅନୁଭବ, ଯେଉଁଠି ପ୍ରେମୀଯୁଗଳ ଅନ୍ୟ କୌଣସି ବିଷୟରେ ଚିନ୍ତା କରନ୍ତି ନାହିଁ। ସେମାନେ ସବୁବେଳେ ଏକାଠି ସମୟ ବିତାଇବାକୁ ଚାହିଁଥାନ୍ତି। ତାହା ପୁଣି ଜନଗହଳିଠୁ ଦୂରରେ। ପ୍ରେମର ଏହି ଅନୁଭବକୁ ସ୍ବତନ୍ତ୍ର କରିବା ପାଇଁ ଅନେକ ବ୍ୟବସ୍ଥା କରାଯାଏ। ନିଜ ସାଥୀଙ୍କୁ ସ୍ବତନ୍ତ୍ର ଅନୁଭବ କରିବା ପାଇଁ ଅନେକ ପ୍ରକାରର ଆଶ୍ଚର୍ଯ୍ୟକର କାର୍ଯ୍ୟ ବି କରିବାକୁ ପସନ୍ଦ କରିଥାନ୍ତି। ଯଦି ଏପରି କେହି ସ୍ବତନ୍ତ୍ର ଅନୁଭବ ଚାହୁଁଛନ୍ତି, ତେବେ ନାସା ଆପଣଙ୍କ ପାଇଁ ଏକ ବିଶେଷ ସୁଯୋଗ ଆଣୁଛି।

ନାସା ଅନୁଯାୟୀ, ଏପର୍ଯ୍ୟନ୍ତ ମହାକାଶରେ କେହି ସମ୍ପର୍କ ସ୍ଥାପନ କରିନାହାନ୍ତି। ଯଦି ସାଥୀଙ୍କ ସହିତ ମହାକାଶରେ ସମ୍ପର୍କ ଗଢ଼ିବାକୁ ଚାହୁଁଛନ୍ତି ତେବେ ଏଥିପାଇଁ ବୁକିଂ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହାର ନାମ ୬୮ ମାଇଲ ହାଇ କ୍ଲବ। ମହାକାଶ ପର୍ଯ୍ୟଟକମାନେ ଏହାର ଅଂଶ ହୋଇ ମହାକାଶରେ ନିଜ ସାଥୀଙ୍କ ସହ ରୋମାନ୍ସ କରିପାରିବେ। ଏସବୁ କରିବା ପାଇଁ ଆପଣଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ମଧ୍ୟ ପଡ଼ିବ ନାହିଁ। ନାସାର ଯୋଜନା ଅନୁଯାୟୀ, ଚଳିତ ବର୍ଷ ଶେଷ ସୁଦ୍ଧା ମହାକାଶରେ ନିଜ ସାଥୀଙ୍କ ସହ ରୋମାନ୍ସ କରିବାରେ ସମର୍ଥ ହୋଇପାରିବେ।

ନାସାର ପୂର୍ବତନ ମହାକାଶଚାରୀ ଜୋସେ ଫର୍ନାଡିଜ୍‌ କହିଛନ୍ତି ଯେ, ଚଳିତ ବର୍ଷ ବାଣିଜି୍ୟକ ବିମାନ ଆରମ୍ଭ ହେବା ମାତ୍ରେ ମହାକାଶ ପର୍ଯ୍ୟଟକଙ୍କୁ ରୋମାନ୍ସ କରିବାକୁ କେହି ରୋକି ପାରିବେ ନାହିଁ। ଏହା ବେଆଇନ କିମ୍ବା ଅସମ୍ଭବ ହେବ ନାହିଁ। ତେବେ ଏପର୍ଯ୍ୟନ୍ତ କେହି ତାହା କରିନାହାନ୍ତି। ଏପରି ପରିସ୍ଥିତିରେ ଏହା କିପରି ଘଟିବ ତାହା ପୂର୍ବାନୁମାନ କରାଯାଇପାରିବ ନାହିଁ।

ନାସାର ଏହି ବାଣିଜି୍ୟକ ବିମାନର ଟିକେଟ ମୂଲ୍ୟ ଆଶ୍ଚର୍ଯ୍ୟ କରିପାରେ। ଯଦି ଆପଣ ମହାକାଶରେ ଏହି ସୁଯୋଗର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ୩ କୋଟି ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ। ଏହା ଗୋଟିଏ ଟିକେଟର ମୂଲ୍ୟ। ଦୁଇଜଣଙ୍କ ପାଇଁ ଦୁଇଗୁଣ ଅର୍ଥ ବ୍ୟୟ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri