ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର

ରାୟଗଡ଼ା,୯ା୧(ସ୍ବ.ପ୍ର.): ରାୟଗଡ଼ା ବ୍ଲକ କେରଡ଼ା ପଞ୍ଚାୟତ ଅନ୍ତର୍ଗତ ଖିଲମିସଗୁଡ଼ା ଏବଂ ୧୮ଖଣ୍ଡ ଗ୍ରାମବାସୀଙ୍କ ଗମନାଗମନ ସମସ୍ୟାରେ ସୁଧାର ଆସୁନି। ରୋଗୀ ଏବଂ ଗର୍ଭବତୀ ଏବେବି ବୁହା ହେଉଛନ୍ତି। ରବିବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ଖିଲମିସଗୁଡ଼ା ଗ୍ରାମର ସତ୍ୟବତୀ ମାଣ୍ଡାଙ୍ଗି(୬୦)ଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର ହୋଇ ଜେମାଦେଇପେଣ୍ଠ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଝାଡ଼ାବାନ୍ତି ଯୋଗୁ ସକାଳେ ସତ୍ୟବତୀ ଗୁରୁତର ହୋଇ ପଡ଼ିଥିଲେ। ନାଗାବଳୀ ନଦୀ ଉପରେ ପୋଲ କିମ୍ବା ଅନ୍ୟ ରାସ୍ତାର ସୁବିଧା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଡାକିବା ସମ୍ଭବ ନ ଥିଲା। ପରିବାର ଲୋକେ ବାଧ୍ୟହୋଇ ଗ୍ରାମବାସୀଙ୍କ ସହାୟତାରେ ଷ୍ଟ୍ରେରରରେ ବୋହି ନାଗାବଳୀ ନଦୀ ପାର ହୋଇଥିଲେ। ଖିଲମିସଗୁଡ଼ା ଏବଂ ୧୭ଖଣ୍ଡ ଗ୍ରାମ ନଦୀ ଆରପାରିରେ ରହିଥିବାବେଳେ ୨୦୧୯ରୁ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ କାମ ଅଧାପନ୍ତରିଆ ରହିଛି। ଗ୍ରାମବାସୀ ଏଥିପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ଏଥିପ୍ରତି କେହି ଦୃଷ୍ଟି ଦେଉ ନ ଥିବା ଗ୍ରମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟ ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

ଉଚ୍ଚତା ମାତ୍ର ୪ ଫୁଟ ୭ ଇଞ୍ଚ, ୨୧୫ କିଲୋ ଭାର ଉଠାଇ ଚମତ୍କାର କଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଏସିଆନ ଗେମ୍ସର ୪୯ କିଲୋଗ୍ରାମ ମହିଳା ଭାରୋତ୍ତୋଳନ ବର୍ଗରେ ଭାରତକୁ ରୌପ୍ୟ ପଦକ ମିଳିଛି। ଭାରତୀୟ ଷ୍ଟାର୍‌ ଭାରୋତ୍ତୋଳକ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଥିବା…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ରୋହିତଙ୍କ ସହ ସମ୍ପର୍କକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଗମ୍ଭୀର, କହୁ କହୁ କହିଦେଲେ… ଚାରିଆଡ଼େ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଓ ଖେଳାଳିଙ୍କ ମଧ୍ୟରେ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ରହିଥାଏ। ବିଶେଷକରି ଅଧିନାୟକ ଓ କୋଚ୍‌ଙ୍କ ସମ୍ପର୍କ…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

ପେଟରେ ଥିଲା ଭୋକ, ଆଖିରେ ଥିଲା ସ୍ବପ୍ନ: ଏବେ ଏସିଆନ ଗେମ୍ସରେ ଭାରତ ପାଇଁ ପଦକ ଜିତିଲେ କ୍ୟାବ୍‌ ଡ୍ରାଇଭର

ନୂଆଦିଲ୍ଲୀ,୨୪।୯: ଜାପାନର ନାଗୋୟାରେ ପୁରୁଷ ଡବଲ ସ୍କଲ୍ସ ରୋଇଂ ଫାଇନାଲ ଶେଷ ହେବା ପରେ ଯେତେବେଳେ ଆକାଶରେ ଭାରତର ତ୍ରିରଙ୍ଗା ଉଡିଥିଲା,ସେତେବେଳେ ୨୦୦୦ ମିଟର ଓ୍ବାଟର କୋର୍ସରେ…

‘ବିରାଟ-ରୋହିତଙ୍କୁ ପାଇ ଶୁଭମନ ଗିଲ ଭାଗ୍ୟଶାଳୀ’, ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ କଥା

ନୂଆଦିଲ୍ଲୀ,୨୪।୯: ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମତରେ, ଶୁଭମନ ଗିଲ ଦିନିକିଆ କ୍ରିକେଟରେ ଜଣେ ଅଧିନାୟକ ଭାବେ ଭଲ ପ୍ରଦର୍ଶନ କରିବେ। ଯଦିଓ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?