‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ। ଯଦି ଆପଣଙ୍କ ଚାରିପାଖରେ ନଚେତ ଜୀବନସାଥୀ ଏସ୍‌(S) ଅକ୍ଷର ଥିବା ଅଧିକ ଲୋକ ଅଛନ୍ତି, ତେବେ ଏହି ଲୋକମାନେ କିପରି ତାହା ଜାଣି ନିଅନ୍ତୁ?

-ଏସ୍‌ ଅକ୍ଷର ଥିବା ଲୋକମାନଙ୍କୁ ୧ ଅଙ୍କ ଭାବରେ ଗଣନା କରାଯାଏ। ଯେଉଁମାନଙ୍କର ନାମ ଏସ୍‌ ଅକ୍ଷରରୁ ଆରମ୍ଭ ହୁଏ, ସେମାନେ ଜନ୍ମରୁ ନେତା ହୋଇଥାନ୍ତି। ସେମାନେ ଯାହା ବି କାମ କରନ୍ତି ସେଥିରେ ସଫଳତା ପାଆନ୍ତି।

-ଯାହାଙ୍କ ନାମ ଏସ୍‌ ନାମରୁ ଆରମ୍ଭ ହୁଏ, ସେମାନେ ବିଶ୍ୱସ୍ତ ଥାନ୍ତି। ରୋମାଣ୍ଟିକ ହେବା ସହିତ ତାଙ୍କର ଆଚରଣ ଅତ୍ୟନ୍ତ ସ୍ବାଭାବିକ ହୋଇଥାନ୍ତି। ସେ ସର୍ବଦା ନିଜର ହୃଦୟ କଥା ମୁହଁରେ ରଖିଥାନ୍ତି।

-ସେମାନେ ଅଧିକ ଦାମୀ ଉପହାର ଦେବାକୁ ପସନ୍ଦ କରନ୍ତି ନାହିଁ। ସେ ନିଜ ପ୍ରେମ ଏବଂ ଆଚରଣ ଦ୍ୱାରା ଲୋକଙ୍କ ହୃଦୟ ଜିତନ୍ତି। ସେମାନେ ନିଜ କାମରେ ଲୋକମାନଙ୍କୁ ଜବାବ ଦେବା ପସନ୍ଦ କରନ୍ତି।

-ସେ ନିଜ ସମ୍ପର୍କକୁ ଶେଷ ପର୍ଯ୍ୟନ୍ତ ବାନ୍ଧି ହୋଇ ରହିଥାନ୍ତି। ଉଭୟ ସୁଖ ଏବଂ ଦୁଃଖରେ ସେମାନେ ସାଙ୍ଗରେ ରହିଥାନ୍ତି। ସେମାନେ ଭିତରୁ ଏବଂ ବାହାରୁ ବହୁତ ଆକର୍ଷଣୀୟ ହୋଇଥାନ୍ତି। ନିଜ ଭାବନାକୁ ସେମାନେ ଖୋଲାଖୋଲି ଭାବେ କହିପାରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri