‘ଜନପ୍ରତିନିଧିଙ୍କୁ ଅବହେଳା କରାଯାଉଛି’

ବାରିପଦା,୨୯ା୬(ନୀଳାଦ୍ରି ବିହାରୀ ଦଣ୍ଡାପଟ): ଓଡ଼ିଶାବାସୀ ଭୋଟ ଦେଇ ନିର୍ବାଚିତ କରିଥିବା ଜନପ୍ରତିନିଧିମାନଙ୍କୁ ଅବହେଳା କରାଯାଉଛି। ମନ୍ତ୍ରୀ, ବିଧାୟକମାନେ ହାତଯୋଡି ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଭଳି କାର୍ଯ୍ୟକଳାପକୁ ଓଡ଼ିଶାବାସୀ ହୃଦୟଙ୍ଗମ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ଏହା ଏକ ଷଡ଼ଯନ୍ତ୍ର ବୋଲି ମୟୂରଭଞ୍ଜ ଜିଲାର ପୂର୍ବତନ ଏମ୍‌ପି ଲକ୍ଷ୍ମଣ ଟୁଡୁ କହିଛନ୍ତି। ଗୁରୁବାର ବାରିପଦାଠାରେ ଏକ ଖବରଦାତା ସମ୍ମିଳନୀରେ ସେ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆସନର ଲାଳସାରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଓଡ଼ିଶା ଭ୍ରମଣ କରିବା ଭଳି ଘଟଣାକୁ ସେ କଳା ପାହାଡ଼ର ଆଖ୍ୟା ଦେଇଛନ୍ତି। ଗଣତନ୍ତ୍ରକୁ ହତ୍ୟା କରି ଅମଲାତନ୍ତ୍ରର ପତିଆରା ଜାହିର କରିଥିବା ପାଣ୍ଡିଆନଙ୍କୁ ଓଡ଼ିଶାରୁ ହଟାଇବା ପର୍ଯ୍ୟନ୍ତ ତାଙ୍କର ଏହି ପ୍ରତିବାଦର ଲଢେଇ ଜାରୀ ରହିବ ବୋଲି ଟୁଡୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri