କମ୍ପାନୀରେ ଛଟେଇ ପ୍ରକ୍ରିୟା ଜାରି, ଏବେ ପେପ୍‌ସିକୋ କରୁଛି ଯୋଜନା

ନୂଆଦିଲ୍ଲୀ,୬ ।୧୨: ଟୁଇଟର, ଅମେଜନ, ଫେସବୁକ ପରେ ଏବେ ପେପସିକୋ କମ୍ପାନୀ କର୍ମଚାରୀ ଛଟେଇ କରିବାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି । ୱାଲ ଷ୍ଟ୍ରିଟ ଜର୍ନାଲର ସୂଚନା ଅନୁଯାୟୀ, ପେପସିକୋ ଇଙ୍କ ତା’ର ନ୍ୟୁୟର୍କ ହେଡ ଅଫିସର ସ୍ନାକ ଓ ବେଭରେଜ ସହ ଜଡିତ ୧୦୦ରୁ ଅଧିକ କର୍ମଚାରୀଙ୍କୁ ଛଟେଇ କରିବାର ଯୋଜନା କରୁଛି । ରିପୋର୍ଟରେ କୁହାଯାଇଛି କି କମ୍ପାନୀ ସଙ୍ଗଠନକୁ ସରଳ କରିବାକୁ ଏହି ନିର୍ଣ୍ଣୟ ନେଇଛି । ହେଲେ ପେପସିକୋର ପ୍ରବକ୍ତା ଏହି ଛଟେଇକୁ ନେଇ ଏବେ ପର୍ଯ୍ୟନ୍ତ କୌଣସି ଅଫିସିଆଲ ବୟାନ ଦେଇ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ପିଆଇବି ଉପନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ, ୨୯ା୪: କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ପ୍ରେସ୍‌ ଇନ୍‌ଫରମେଶନ ବ୍ୟୁରୋ(ପିଆଇବି) ଉପନିର୍ଦ୍ଦେଶକ ସଞ୍ଜୟ କୁମାର ଶ୍ରୀବାସ୍ତବ( ୫୬)ଙ୍କ ମଙ୍ଗଳବାର ପରଲୋକ ହୋଇଛି।...

୪ ଭାଷାରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୪।୧: ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟର ହ୍ୟାଣ୍ଡେଲରୁ ସେ ୪ଟି ଭାଷାରେ ଟୁଇଟ୍‌ କରିଛନ୍ତି। ପ୍ରଥମେ...

ପିଓର ଇଭିର ଅଲ୍‌-ନ୍ୟୁ ଇକୋଡ୍ରାଫ୍ଟି

ନୂଆଦିଲ୍ଲୀ,୧।୧: ଦେଶର ପ୍ରମୁଖ ଦୁଇଚକିଆ ଇଲେକ୍ଟ୍ରି ଭେହିକିଲ୍‌(ଇଭି) ଷ୍ଟାର୍ଟଅପ୍‌ କମ୍ପାନୀ ‘ପିଓର ଇଭି’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌-ନ୍ୟୁ କମ୍ୟୁଟ୍‌ ଇଲେକ୍‌ଟ୍ରିକ୍‌...

ପଙ୍ଗପାଳ ମାଡ଼ିଆସିଲେଣି

ନୂଆଦିଲ୍ଲୀ,୨୭ା୫: ଭାରତୀୟମାନେ କରୋନା ଭୂତାଣୁ ସହ ଲଢ଼େଇ କରୁଥିବାବେଳେ ବିଦେଶରୁ ମାଡ଼ିଆସିଛି ଆଉ ଏକ ବିପଜ୍ଜନକ କୀଟ। ଆଫ୍ରିକୀୟ ଦେଶଗୁଡ଼ିକରୁ ପାକିସ୍ତାନ ପଟୁ ଆସିଥିବା ବହୁ...

ନରସଂହାର ଆଶଙ୍କା କରି ୨୩ ତାରିଖ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ରହିବାକୁ ଚାହୁଁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ରବିବାର ହୋଇଥିବା ବେଳେ ଆରମ୍ଭରୁ ପଶ୍ଚିମବଙ୍ଗରେ ହିଂସା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷାମନ୍ତ୍ରୀ...

ଭେଜାଲ ମଦ ପିଇ ଚାଲିଗଲା ୨୬ ଜଣଙ୍କ ଜୀବନ

ଅମୃତସର, ୩୧।୭: ପଞ୍ଜାବର ୩ ଜିଲା ଅମୃତସର, ବତାଲା ଓ ତାରନତରାନରେ ଗତ ୨୪ ଘଣ୍ଟା ମଧ୍ୟରେ ଭେଜାଲ ମଦ ପିଇ ୨୬ ଜଣ ଲୋକ...

ପିଡିଏସ୍‌ରେ ମିଳିବ ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନ ସମୟରେ ଦେଶର ୮୦ କୋଟି ରାଶନକାର୍ଡଧାରୀ ଯେଭଳି କେହି ଭୋକିଲା ନ ରୁହନ୍ତି ତାକୁ ଧ୍ୟାନରେ ରଖି ସରକାର ଗୁରୁବାର ଅତିରିକ୍ତ...

କନ୍ଦାଇଲାଣି ନୂଆ ମୋଟରଯାନ ନିୟମ: ଅଟୋ ଚାଳକଙ୍କ ନାଁରେ ୩୨ ହଜାର ୫ଶହ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୪।୯: ନୂଆ ମୋଟରଯାନ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ କାନ୍ଦିବାକୁ ପଡିଲାଣି। କାରଣ ଏବେ ଏହି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବୁଧବାର...

Advertisement
Archives

Model This Week