ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧ କୋଟି ଟଙ୍କାରେ ପହଞ୍ଚଛିି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭା ବଜେଟ ଅଧିବେଶନରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରାଜ୍ୟର ଋଣ ଭାର କମାଇବା ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ୨୦୦୬-୦୭ରୁ ୨୦୧୩-୧୪ ଏବଂ ୨୦୨୨-୨୩ରୁ ଏ ପର୍ଯ୍ୟନ୍ତ ସରକାର ଖୋଲା ବଜାରରୁ କୌଣସି ଋଣ କରିନାହାନ୍ତି। ଉଚ୍ଚ ସୁଧ ହାର ଋଣକୁ ଆଗୁଆ ପୈଠ କରାଯାଉଛି। ଅନ୍ୟପକ୍ଷରେ ୨୦୦୫-୦୬ରୁ ୨୦୦୯-୧୦ ଆର୍ଥିକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୩୮୧.୯୦ କୋଟି ହିସାବରେ ମୋଟ ୧୯୦୯.୫୦ କୋଟି ଟଙ୍କା ଋଣ ପରିଶୋଧରୁ ପାଇଛନ୍ତି। ସେହିପରି ତ୍ରୟୋଦଶ ଅର୍ଥ କମିଶନ ସୁପାରିସ କ୍ରମେ ରାଜ୍ୟ ସରକାରଙ୍କ ବିତ୍ତୀୟ ଉତ୍ତରଦାୟୀ ଓ ବଜେଟ ପରିଚାଳନା ଆଇନ ୨୦୦୫ ପ୍ରଣୟନ ଓ ଆର୍ଥିକ ପରିଚାଳନା ପାଇଁ ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ମଧ୍ୟରେ ବିଭିନ୍ନ ଯୋଜନା ବାବଦରେ ୧୩୯.୩୬ କୋଟି ଋଣ ପରିଶୋଧରୁ ପାଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri