ବାରଙ୍ଗ,୨୫।୩(ଲିଙ୍ଗରାଜ ରାଉତ): ମଙ୍ଗଳବାର ସକାଳୁ ନନ୍ଦନକାନନରେ କାର୍ଯ୍ୟ କରୁଥିବା ଅସ୍ଥାୟୀ କର୍ମଚାରୀ(ଆଉଟ ସୋର୍ସିଂ)ମାନେ ଗେଟ ସାମ୍ନାରେ ଧାରଣାରେ ବସିଛନ୍ତି। ସଂଘର ସଭାପତି ଜୟନ୍ତ କୁମାର ରାଉତରାୟଙ୍କ ନେତୃତ୍ୱରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଅସ୍ଥାୟୀ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ୮ଘଣ୍ଟା ବାଦଲରେ ସେମାନଙ୍କୁ ୧୦ଘଣ୍ଟା କାମରେ ଲଗାଯାଇଛି। ନନ୍ଦନକାନନରେ ୧୦୩ଟି ଚତୁର୍ଥଶ୍ରେଣୀ ପଦବୀ ଖାଲି ଥିବାବେଳେ ତାହା ପୂରଣ ପାଇଁ କୌଣସି ଉଦ୍ୟମ କରା ନ ଯିବା ଓ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ କର୍ମଚାରୀମାନେ ଧାରଣାରେ ବସିଛନ୍ତି।
Posted inHome Left, ଆମ ଜିଲା ଖବର, ଖୋର୍ଦ୍ଧା View All
ଟାରିଫ୍ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…
ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…
ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା
ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…
ଶେଷାନ ଓ ଗାଈଆଳ ପିଲା
ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…
କର୍ପୋରେଟ୍ଙ୍କ ସ୍ବାର୍ଥରେ
ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…
କଡ଼ା ନିୟମ
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…
ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି
ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…
ଟ୍ରେଡ୍ ନୁହେଁ, ଟ୍ରାପ୍ ଡିଲ୍: କଂଗ୍ରେସ
ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍.ଏମ୍. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍ପିଙ୍କ ନିଲମ୍ବନକୁ ବିରୋଧ…
ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ
ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍: ଓ୍ବର୍ଷ୍ଟ ଅଫ୍ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍…
Archives

