ମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବଶୀଘ୍ର ସ୍ଥାୟୀ ଅଧ୍ୟାପକ ନିଯୁକ୍ତି, ଏହି ପୋର୍ଟାଲରେ କରନ୍ତୁ ଆବେଦନ

ଭୁବନେଶ୍ୱର,୨୪।୧୦: ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ। -ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ତା’ ପୂର୍ବରୁ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ। ୪୮୮ ଓ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଶିକ୍ଷାଦାନ କରିବେ। ଆସନ୍ତା ୩୧ ସୁଦ୍ଧା HIMS ପୋର୍ଟାଲରେ ଆବେଦନ କଲେ ନିଯୁକ୍ତି ମିଳିବ ବୋଲି ମନ୍ତ୍ରୀ କହିଛନ୍ତି।

 

Dharitri – The Largest & Most Trusted Odia Daily