ତୈଳ ବିକ୍ରି ପାଇଁ ୭ କମ୍ପାନୀକୁ ଅନୁମତି

ନୂଆଦିଲ୍ଲୀ,୧୯।୭: ପେଟ୍ରୋଲିୟମ ଆଣ୍ଡ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପକ୍ଷରୁ ଆଉ ୭ଟି କମ୍ପାନୀକୁ ଦେଶରେ ତୈଳ କାରବାର ପାଇଁ ଅନୁମତି ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ର ନିୟାମବଳୀରେ ସାମାନ୍ୟ ପରିବର୍ତ୍ତନ ପୂର୍ବକ ଦେଶର ଆର୍ଥିକସ୍ଥିତି ଓ ବଜାର ଚାହିଦାକୁ ପୂରଣ କରିବା ପାଇଁ ଏହି କମ୍ପାନୀଗୁଡିକୁ ମଞ୍ଜୁର ଦିଆଯାଇଥିବା କୁହାଯାଇଛି। ଫଳରେ ଦେଶର ପେଟ୍ରୋଲିୟମ ଉପତ୍ାଦ ବିକ୍ରିରେ ଏହି କମ୍ପାନୀଗୁଡିକର ସହଯୋଗ ଓ ଭାଗୀଦାରି ରହିବ, ଯାହା ଦ୍ୱାରା ଲକ୍ଷ ଲକ୍ଷ ଲୋକ ଏହା ମାଧ୍ୟମରେ ଉପକୃତ ହୋଇପାରିବେ ବୋଲି ମନ୍ତ୍ରଣାଳୟ ମତବ୍ୟକ୍ତ କରିଛି। ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରି ପାଇଥିବା ୭ କମ୍ପାନୀ ହେଉଛନ୍ତି ଆରଆଇଏଲ, ଆଇଏମସି ଲିମିଟେଡ୍‌, ଆସାମ ଗ୍ୟାସ କମ୍ପାନୀ ଲିମିଟେଡ୍‌, ଅନସାଇଟ ଏନର୍ଜି ପ୍ରାଇଭେଟ ଲିମିଟେଡ୍‌, ଏମ.କେ. ଆଗ୍ରୋ ଟେକ୍‌ ପ୍ରାଇଭେଟ ଲିମିଟେଡ୍‌, ଆରଏସଆଇଏଲ ଏବଂ ମାନସ ଆଗ୍ରୋ ଇଣ୍ଡଷ୍ଟ୍ରିଜ ଆଣ୍ଡ ଇନ୍‌ଫ୍ରାଷ୍ଟ୍ରକଚର ଲିମିଟେଡ୍‌ ପ୍ରମୁଖଙ୍କୁ ଏହି ଅନୁମତି ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ୧୩ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ। ବିଭିନ୍ନ ଛୁଟି ଲାଗି ବ୍ୟାଙ୍କ ବନ୍ଦ ରହିବ ବୋଲି...

ୟୁକ୍ରେନରେ ଡାକ୍ତରୀ ଶିକ୍ଷାର ସୁଯୋଗ

ଭୁବନେଶ୍ୱର,୧୦-୬(ବ୍ୟୁରୋ): ଗ୍ଲୋବାଲ ଫୋକସ୍‌ ଏଜୁକେଶନ ଗ୍ରୁପ ପକ୍ଷରୁ ୟୁକ୍ରେନରେ ଏମ୍‌ବିବିଏସ୍‌ ଶିକ୍ଷା ଶୀର୍ଷକ ଏକ ସେମିନାର ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ...

ଟିକସ ଅର୍ଥ ଅସୁଲ କରିବ କେୟର୍ନ

ମୁମ୍ବାଇ: ଭାରତ ସରକାରଙ୍କଠାରୁ ପାଇବାକୁ ଥିବା ଟିକସ ଫେରସ୍ତ ବାବଦ ଅର୍ଥ ଅସୁଲ କରିବା ଲାଗି ବ୍ରିଟେନର କେୟର୍ନ ଏନର୍ଜି ବର୍ତ୍ତମାନ ଅଗ୍ରସର ହୋଇଛି। ନିଜ...

ଜିଏସ୍‌ଟି ଫାଇଲିଂ ଅବଧି ମାସେ ବୃଦ୍ଧି

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି)ର ବାର୍ଷିକ ରିଟନର୍ର୍ ଏବଂ ଅଡିଟ ରିପୋର୍ଟ ଫାଇଲିଂ କରିବା ଅବଧିକୁ ସରକାର ଗୋଟିଏ ମାସ ବଢ଼ାଇଛନ୍ତି। ପୂର୍ବରୁ ଏହି...

ନିବେଶକଙ୍କୁ ୬.୮୨ ଲକ୍ଷ କୋଟି ଫାଇଦା

ମୁମ୍ବାଇ,୨୧-୯: ସରକାରଙ୍କ ଦ୍ୱାରା କର୍ପୋରେଟ ଟିକସ ହ୍ରାସ ଓ ନିବେଶକଙ୍କ ସମ୍ପର୍କିତ ଘୋଷଣା ଦ୍ୱାରା ଶୁକ୍ରବାର ଶେୟାର ବଜାରରେ ରେକର୍ଡ ବୃଦ୍ଧି ଦେଖାଯାଇଛି। ବମ୍ବେ ଷ୍ଟକ୍‌...

ସେବା କ୍ଷେତ୍ରକୁ ମାନ୍ଦାବସ୍ଥା ମାଡ; ପିଏମ୍‌ଆଇ ୫୨.୪ ପଏଣ୍ଟକୁ ହ୍ରାସ

ନୂଆଦିଲ୍ଲୀ,୫।୯: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବ ଗୋଟିଏ ପରେ ଗୋଟିଏ ସେକ୍ଟରକୁ ମାଡି ଚାଲିଛି। ସର୍ଭିସ ସେକ୍ଟର ବା ସେବା କ୍ଷେତ୍ର ସେଥିରୁ ବାଦ...

ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ମାମଲା;ରେଟିଂ ଏଜେନ୍ସି, ଅଡିଟର ସେବିର ଯାଞ୍ଚ ଘେରରେ

ନୂଆଦିଲ୍ଲୀ,୧୭-୬: ଇନଫ୍ରାଷ୍ଟ୍ରକ୍‌ଚର ଲିଜିଂ ଆଣ୍ଡ୍‌ ଫାଇନାନ୍ସିଆଲ ସର୍ଭିସେସ୍‌(ଆଇଏଲ୍‌ଆଣ୍ଡଏଫ୍‌ଏସ୍‌)ରେ ହୋଇଥିବା ଆର୍ଥିକ ଅନିୟମିତତା ମାମଲାରେ କମ୍ପାନୀର ମ୍ୟାନେଜମେଣ୍ଟ, ରେଟିଂ ଏଜେନ୍ସି, ଅଡିଟରଙ୍କ ସମ୍ପର୍କରେ ସିକ୍ୟୁରିଟିଜ୍‌ ଆଣ୍ଡ ଏକ୍ସଚେଞ୍ଜ...

ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ...

Advertisement


Archives

Model This Week

Why Dharitri