ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଅନୁମତି

ଭୁବନେଶ୍ବର,୨୮।୧(ବ୍ୟୁରୋ): ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଆଇସିଏମ୍‌ଆର ଅନୁମତି ଦେଇଛିି । ଆଇଏମ୍‌ସିଓଭି- ଏଜି କିଟ୍‌କୁ ଅନୁମତି ମିଳିଥିବା ଜଣାପଡିଛି। ମେକ୍‌ ଇନ୍‌ ଓଡ଼ିଶା ରାପିଡ୍‌ ଆଣ୍ଟିଜେନ କିଟ୍‌କୁ ଭୁବନେଶ୍ବର ଇମ୍‌ଜେନେକ୍ସ ଇଣ୍ଡିଆ ଲିମିଟେଡ ପ୍ରସ୍ତୁତ କରିଛି । ଭୁବନେଶ୍ବର ଆର୍‌ଏମ୍‌ଆରସି-ଇମ୍‌ଜେନେକ୍ସ ଇଣ୍ଡିଆ ମିଳିତ ଉଦ୍ୟମରେ ଏହି କିଟ୍‌ ପ୍ରସ୍ତୁତ ହୋଇଛି । କିଟ୍‌କୁ ଆଇସିଏମ୍‌ଆର ଗୁରୁବାର ଅନୁମତି ଦେଇଥିବା ନେଇ ଆର୍‌ଏମ୍‌ଆରସି ନିର୍ଦ୍ଦେଶିକା କହିଛନ୍ତି। ଏହି କିଟ୍‌ କୋଭିଡ୍‌ର ସମସ୍ତ ଭାରିଆଣ୍ଟକୁ ଚିହ୍ନିବାରେ ସକ୍ଷମ ହେବ ବୋଲି ସେ କହିଛନ୍ତି।
୨ ମାସ ମଧ୍ୟରେ ଆଇଏମ୍‌ସିଓଭି- ଏଜି କିଟ୍‌ ବଜାରରେ ମିଳିବ ବୋଲି ଇମ୍‌ଜେନେକ୍ସ ସିଇଓ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri