ଗଙ୍ଗାସାଗର ମେଳାକୁ ଅନୁମତି

ଭୋଗରାଇ, ୯।୧(ଡି.ଏନ.ଏ.)  କୋଭିଡ୍‌ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲା ସାଗରଦ୍ୱୀପ ଗଙ୍ଗାସାଗର ମେଳାକୁ କୋଲକାତା ଉଚ୍ଚ ନ୍ୟାୟାଳୟ ସର୍ତ୍ତାଧୀନ ଅନୁମତି ପ୍ରଦାନ କରିଛନ୍ତି। ଲୋକଙ୍କ ସ୍ବାସ୍ଥ୍ୟସୁରକ୍ଷା ପାଇଁ ଚଳିତବର୍ଷ ଏହି ମେଳାକୁ ବନ୍ଦ କରିବାକୁ ଜଣେ ଡାକ୍ତର କୋଲକାତା ଉଚ୍ଚ ନ୍ୟାୟାଳୟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ଉଚ୍ଚନ୍ୟାୟାଳୟ ଶୁକ୍ରବାର ଏହାର ଶୁଣାଣି କରି କୋଭିଡ୍‌ ନିର୍ଦ୍ଦେଶିକା ମାନି ମେଳା ହେବାକୁ ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri