ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି

ଛତ୍ରପୁର,୨୮।୮(ଡି.ଏନ୍‌.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ ପଟୱାରି ଏହି ସୂଚନା ଦେଇଛନ୍ତି। ପ୍ରକାଶ ଯେ, କରୋନା ନେଇ ଗଞ୍ଜାମର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଯିବା ଆସିବା ସମ୍ପୂର୍ଣ୍ଣ ଭାବେ ନିଷେଧ ରହିଛି । ଛତ୍ରପୁର ସବ୍‌ଡିଭିଜନର ଗ୍ରାମାଞ୍ଚଳରେ ୩୦ ଓ ସହରାଞ୍ଚଳରେ ୧୫କୁ ମିଶାଇ ମୋଟ ୪୫ ମିନି କଣ୍ଟେନମେଣ୍ଟ ଜୋନ୍‌ ରହିଛି । ସେହିପରି ଏହି ସବ୍‌ଡିଭିଜନ ଅଧୀନ ୯୫୧ ଗାଁ ମଧ୍ୟରୁ ୭୭୧ଟି ଗାଁ ଏବଂ ସହରାଞ୍ଚଳରେ ଥିବା ୧୩୬ ୱାର୍ଡ ମଧ୍ୟରୁ ୯୬ଟି ୱାର୍ଡ ଗ୍ରୀନ୍‌ ଜୋନ୍‌ରେ ରହିଛି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୧୧୪ ଜଣ ପ୍ଲାଜମା ଦାନ ପାଇଁ ଚିହ୍ନଟ ହୋଇଥିବା ସ୍ବତନ୍ତ୍ର ଏଡିଏମ୍‌ କହିଛନ୍ତି । ଏହି ଖବରଦାତା ସମ୍ମିଳନୀରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri