ମିଳିଲା ଅନୁମତି: ରାଜଧାନୀର ୪ ସ୍ଥାନରେ ହେବ ରାବଣପୋଡି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୪ ସ୍ଥାନରେ ରାବଣପୋଡି ହେବ। ଅଗ୍ନିଶମ ବିଭାଗ ଏ ନେଇ ଅନୁମତି ଦେଇଛି। ରାଜଧାନୀର ବରମୁଣ୍ଡା, ଝାରପଡ଼ା, କୋରଡ଼କଣ୍ଟା ଏବଂ ପାହାଳ ପୂଜା କମିଟିକୁ ଅନୁମତି ଦିଆଯାଇଛି। ଏହାପରେ କମିଶନରେଟ ପୋଲିସ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରାଯିବ । ରାବଣ ପୋଡି ପ୍ରସ୍ତୁତି ନେଇ ପୋଲିସ ଓ ଅଗ୍ନିଶମ ବାହିନୀ ସମୀକ୍ଷା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ

ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି...

କୋରିଅରରେ ଦିଲ୍ଲୀକୁ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟ୍ରେନ୍‌ରେ ଯାଞ୍ଚ କଡ଼ାକଡ଼ି ହେଉଥିବାରୁ କୋରିଅରରେ ଗଞ୍ଜେଇ ଚାଲାଣ ହେଉଛି। ଭୁବନେଶ୍ୱରରେ ଭଡ଼ାରେ ରହି ଅଣଓଡ଼ିଆ ଯୁବକମାନେ ଏହି ବେଆଇନ ବେପାର କରୁଛନ୍ତି। ଗଜପତିରୁ...

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ...

ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣା: ଆରଆଇଙ୍କ ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଜେଲ

ରଣପୁର,୧୨।୧୦(ସ୍ବ.ପ୍ର.): ଜାଲ୍‌ ଦଲିଲରେ ପଟ୍ଟା ପ୍ରଦାନ ଘଟଣାରେ ରଣପୁର ଥାନା ପୋଲିସ ତତ୍କାଳୀନ ରଣପୁର ଆରଆଇ ତଥା ବର୍ତ୍ତମାନର ଲୋ଼ଧାଚୁଆ ଆରଆଇ ବିରୂପାକ୍ଷ ବିଶ୍ୱାଳ ଓ...

ଓଟିଡିସି ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି...

ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର...

ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ...

Advertisement
Archives

Model This Week