Posted inଜାତୀୟ

ଚାରଧାମ ପ୍ରୋଜେକ୍ଟରେ ସଡ଼କ ଚୌଡ଼ା କରିବାକୁ ମଞ୍ଜୁରୀ, ଚାଇନା ଉପରେ ବି ନଜର…

ନୂଆଦିଲ୍ଲୀ, ୧୪।୧୨: ଉତ୍ତରାଖଣ୍ଡର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆଦି ଧାମକୁ ସଂଯୋଗ କରିବା ଲାଗି ପ୍ରସ୍ତାବିତ ଚାରଧାମ ପ୍ରୋଜେକ୍ଟକୁ ମଞ୍ଜୁରୀ ମିଳିଛି। ଏହା ଦ୍ୱାରା ବର୍ଷସାରା ଏସବୁ ଧାମ ସହିତ ଯୋଗାଯୋଗ ରକ୍ଷା କରାଯାଇପାରିବ। ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପରିଯୋଜନାରେ ସଡ଼କକୁ ଦୁଇଗୁଣା ଚୌଡ଼ା କରିବା ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।

୯୦୦ କିଲୋମିଟର ଦୀର୍ଘ ଏହି ପରିଯୋଜନା ପାଇଁ ୧୨,୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏହା ମାଧ୍ୟମରେ ଚାଇନା ସୀମା ପର୍ଯ୍ୟନ୍ତ ପହଞ୍ଚିବା ସହଜ ହୋଇ ପାରିବ। ଫଳରେ ଚାଇନା ଉପରେ ବି ନଜର ରଖିବା ସହଜ ହୋଇପାରିବ। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ପକ୍ଷରୁ ପୂର୍ବତନ ବିଚାରପତି ଏ.କେ. ସିକ୍ରିଙ୍କ ଅଧ୍ୟକ୍ଷତାରେ ଏକ ନିରୀକ୍ଷଣ କମିଟି ଗଠନ କରାଯାଇଛି। କମିଟିକୁ ରକ୍ଷା ମନ୍ତ୍ରଣାଳୟ, ସଡ଼କ ପରିବହନ ମନ୍ତ୍ରଣାଳୟ, ଉତ୍ତରାଖଣ୍ଡ ସରକାର ଏବଂ ସମସ୍ତ ଜିଲା ଅଧିକାରୀଙ୍କ ସହାୟତା ଯୋଗାଇ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri