Posted inଖେଳ

Video: ଛକା ମାରି କାର୍‌ କାଚ ଭାଙ୍ଗିଦେଲେ ଏଲିସ୍‌ ପେରି

ବେଙ୍ଗାଲୁର,୪।୩: ଚାଲୁଥିବା ମହିଳା ପ୍ରିମିୟର ଲିଗ୍(ଡବ୍ଲୁପିଏଲ୍ ୨୦୨୪) ର ଏକାଦଶ ମ୍ୟାଚ୍ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ ୟୁପି ୱାରିଅର୍ (ୟୁପିଡବ୍ଲୁ) ମଧ୍ୟରେ ମୁକାବିଲା ଚାଲିଛି। ୟୁପିଡବ୍ଲୁ ଅଧିନାୟକ ଆଲିସା ହେଲି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ପସନ୍ଦ କରିଥିଲେ।

ସ୍ମୃତି ମନ୍ଧାନା ଏବଂ ଏସ ମେଘନା (୨୮) ମାତ୍ର ୫.୩ ଓଭରରେ ବିନା କୌଣସି ୱିକେଟ୍ ହରାଇ ୫୧ ରନ୍ ଯୋଡିଥିଲେ। ମନ୍ଧାନା ନିଜର ଜବରଦସ୍ତ ଫର୍ମ ସହିତ ୫୦ ବଲରେ ୧୦ ଚୌକା ଏବଂ ୩ ଛକା ସହିତ ୮୦ ରନ୍ ସ୍କୋର କରିଥିଲେ। ଏହି ଝଡ ଏତିକିରେ ଅଟକି ନଥିଲା କାରଣ ରିଚା ଘୋଷ ୧୦ ଟି ବଲରେ ୨ ଚୌକ ଏବଂ ୧ ଛକା ସହିତ ୨୧ ରନ୍ ସ୍କୋର କରିଥିଲେ।

କିନ୍ତୁ ଆରସିବି ଇନିଂସରେ ପ୍ରକୃତ ଝଡ ଏଲିସ୍‌ ପେରି ସୃଷ୍ଟି କରିଥିଲେ, ଯିଏ ମାତ୍ର ୩୭ ବଲରେ ୪ ଚୌକ ଓ ୪ ଛକା ସହ ୫୮ ରନ୍ ସ୍କୋର କରିଥିଲେ। ଯାହାଦ୍ୱାରା ଆରସିବି ୨୦ ଓଭରରେ ୧୯୮/୩ ରନ୍ ସ୍କୋରବୋର୍ଡ଼ରେ ପୋଷ୍ଟ କରିଥିଲା। ୟୁପିଡବ୍ଲ୍ୟୁ ପାଇଁ ଅଞ୍ଜଳି ସର୍ବାନୀ, ଦୀପ୍ତି ଶର୍ମା ଏବଂ ସୋଫି ଏକ୍ଲେଷ୍ଟୋନ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

ତେବେ ଏହି ମ୍ୟାଚରେ ସବୁଠୁ ଉତ୍କଣ୍ଠାପୂର୍ଣ୍ଣ ମୁହୂର୍ତ୍ତ ହେଉଛି, ଯେତେବେଳେ ପେରିଙ୍କ ଏକ ଛକାରେ ପଡିଆ ଭିତରେ ବିଜ୍ଞାପନ ପାଇଁ ଥିବା କାରର କାଚ ଭାଙ୍ଗି ଯାଇଥିଲା। ନିଜ ଛକାରେ କାର କାଚ ଭାଙ୍ଗିବା ଦେଖି ପେଁରି ନିଜେ ମଧ୍ୟ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରଜରଜନଗରରୁ ୩ ବିଜେଡି ଜିଲା ଉପସଭାପତି

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri