ଦିଲ୍ଲୀରେ ପ୍ଲାଟଫର୍ମ ଓ ମେଟ୍ରୋ ଭିତରେ ଚାପି ହୋଇଗଲେ ଯୁବକ, ଭିଡିଓ ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୩୦।୧୧: ମେଟ୍ରୋ ଟ୍ରେନ ଓ ପ୍ଲାଟଫର୍ମ ମଧ୍ୟରେ ଚାପି ହୋଇ ଯାଇଛନ୍ତି ଯୁବକ। ଯେତେ ଚିତ୍କାର କଲେ ବି ବାହାରକୁ ଆସିପାରୁ ନାହାନ୍ତି। ଏପରି ଭୟାନକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଆପଣଙ୍କ ଲୋମକୁପ ଠିଆ ହୋଇଯାଇପାରେ। ଏହି ଭିଡିଓରେ ଜଣେ ଯୁବକ ଟ୍ରେନ ଓ ଟ୍ରେକ ମଧ୍ୟରେ ଫସି ରହିଥିବା ନଜର ଆସିଛନ୍ତି। ଆଖପାଖରେ ଥିବା କର୍ମଚାରୀ ତାଙ୍କୁ ସେଠାରୁ ବାହାର କରିବାକୁ ଉଦ୍ୟମ କରୁଥିବା ଦେଖିବାକୁ ମିଳିଛି।

 

View this post on Instagram

 

A post shared by We are gurugram (@weare_gurugram)

ଘଟଣା ଏପରି କି, ଯାତ୍ରୀ ଜଣକ ପ୍ଲାଟଫର୍ମରୁ ଓହ୍ଲାଇ ରେଳ ଲାଇନ ଦେଇ ଆରପାଖ ପ୍ଲାଟଫର୍ମକୁ ପାସ୍‌ କରୁଥିଲେ। ଏହି ସମୟରେ ମେଟ୍ରୋ ଟେନ୍‌ ଖୁବ୍‌ ଦ୍ରୁତ ଗତିରେ ତାଙ୍କ ଆଡକୁ ମାଡି ଆସିଥିଲା। କିଛି ଉପାୟ ନ ପାଇ ସେ ପ୍ଲାଟଫର୍ମକୁ ଉଠିଯିବାକୁ ଉଦ୍ୟମ କରୁଥିବାବେଳେ ପ୍ଲାଟଫର୍ମ ଓ ଟ୍ରେନ ମଝିରେ ଫସି ଯାଇଥିଲେ।
ଟ୍ରେନ ଅପରେଟର ତତ୍କାଳ ଜରୁରୀକାଳୀନ ବ୍ରେକ ଲଗାଇ ଟ୍ରେନକୁ ରୋକି ଦେଇଥିଲେ। ଏହାପରେ ଯାତ୍ରୀଙ୍କୁ ସେଠାରୁ ବାହାର କରିବା ପାଇଁ କାଳବିଳମ୍ବ ନ କରି ଦମସ୍ତେ ଲାଗି ପଡିଥିଲେ। ତେବେ ଏଥିରେ ସଫଳ ମଧ୍ୟ ହୋଇଥିଲେ। ଯାତ୍ରୀଙ୍କୁ ସେଠାରୁ ବାହାର କରାଯାଇ ଚିିକିତ୍ସା ପାଇଁ ତାଙ୍କୁ ତୁରନ୍ତ ଟ୍ରମା ସେଣ୍ଟରକୁ ପଠାଯାଇଛି।
ଘଟଣା ସମ୍ପର୍କରେ ଦିଲ୍ଲୀ ରେଳ କର୍ପୋରେଶନ କହିଛନ୍ତି, ନଭେମ୍ବରରେ ଏପରି ଅନେକ ଘଟଣା ଦେଖିବାକୁ ମିଳିଛି। ଅସାବଧାନତା ଓ ଦାୟିତ୍ୱହୀନତା ଯୋଗୁ ଏପରି ଘଟଣା ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri