Posted inଫୁରସତ

ପାର୍କିଂ ସମୟରେ କାର ଉପରେ ଚଢିଗଲା ୮୦ ଲକ୍ଷ ଟଙ୍କାର ଆଉ ଏକ କାର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଜଣେ ଯୁବକ ଏକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିବାବେଳେ ହଠାତ୍‌ କାରଟି ଅନ୍ୟ ଏକ କାର ଉପରେ ଚଢିଯାଇଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାଟି ୟୁ.କେରେ ଘଟିଛି। ଯୁବକ ଜଣକ ଭୁଲ ବଶତଃ ବ୍ରେକ ବଦଳରେ ଆସ୍କିଲେଟର ଦବାଇ ଦେବାରୁ କାରଟି ଏକ ବାଡ ଡେଇଁ ନିକଟରେ ପାର୍କିଂ ହୋଇଥିବା ଅନ୍ୟ ଏକ କାର ଉପରେ ଚଢିଯାଇଥିଲା। ତେବେ ଏହି ଦୁର୍ଘଟଣାରୁ ଯୁବକ ଜଣକ ବର୍ତ୍ତିଯାଇଛନ୍ତି। ଯୁବକ ଜଣକ ଉକ୍ତ ବିଳାସପୂର୍ଣ୍ଣ କାରକୁ ୫ ଦିନ ତଳେ କଣିଥିଲେ। ଯାହାର ଦାମ ୮୧ ଲକ୍ଷ ଟଙ୍କା ହେବ। ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

https://twitter.com/oldschoolbiker4/status/1329538400387534849

 


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri