Posted inଫୁରସତ

ପାର୍କିଂ ସମୟରେ କାର ଉପରେ ଚଢିଗଲା ୮୦ ଲକ୍ଷ ଟଙ୍କାର ଆଉ ଏକ କାର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଜଣେ ଯୁବକ ଏକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିବାବେଳେ ହଠାତ୍‌ କାରଟି ଅନ୍ୟ ଏକ କାର ଉପରେ ଚଢିଯାଇଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାଟି ୟୁ.କେରେ ଘଟିଛି। ଯୁବକ ଜଣକ ଭୁଲ ବଶତଃ ବ୍ରେକ ବଦଳରେ ଆସ୍କିଲେଟର ଦବାଇ ଦେବାରୁ କାରଟି ଏକ ବାଡ ଡେଇଁ ନିକଟରେ ପାର୍କିଂ ହୋଇଥିବା ଅନ୍ୟ ଏକ କାର ଉପରେ ଚଢିଯାଇଥିଲା। ତେବେ ଏହି ଦୁର୍ଘଟଣାରୁ ଯୁବକ ଜଣକ ବର୍ତ୍ତିଯାଇଛନ୍ତି। ଯୁବକ ଜଣକ ଉକ୍ତ ବିଳାସପୂର୍ଣ୍ଣ କାରକୁ ୫ ଦିନ ତଳେ କଣିଥିଲେ। ଯାହାର ଦାମ ୮୧ ଲକ୍ଷ ଟଙ୍କା ହେବ। ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

https://twitter.com/oldschoolbiker4/status/1329538400387534849

 


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri