ମହଙ୍ଗା ହେବ ବ୍ୟକ୍ତିଗତ ଋଣ: ଏନ୍‌ବିଏଫ୍‌ସି ପାଇଁ ଆର୍‌ବିଆଇର ନୂଆ ନିୟମ

ମୁମ୍ବାାଇ,୧୬ା୧୧: ଦେଶରେ ଅନ୍‌ସିକ୍ୟୁରଡ୍‌ ଲୋନ୍‌ (ବିନା ସମ୍ପତ୍ତି ବନ୍ଧକରେ ନିଆଯାଉଥିବା ଋଣ) ପରିମାଣ ବଢ଼ିବାରେ ଲାଗିଛି। ଏଥିଯୋଗୁ ଗତବର୍ଷ ବ୍ୟାଙ୍କଗୁଡ଼ିକର ଋଣ ପରିମାଣ ୧୫ ପ୍ରତିଶତ ବଢ଼ିଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବ୍ୟାଙ୍କ ଏବଂ ଅଣବ୍ୟାଙ୍କିଙ୍ଗ ଆର୍ଥତ୍କ କମ୍ପାନୀ (ଏନ୍‌ବିଏଫ୍‌ସି)ଗୁଡ଼ିକ ପାଇଁ କ୍ରେଡିଟ୍‌ କାର୍ଡ ଆଦି ଜରିଆରେ ଦିଆଯାଉଥିବା ଋଣର ରିସ୍କରେ ୨୫ ପ୍ରତିଶତ ବଢ଼ାଇ ୧୫୦ ପ୍ରତିଶତ ରଖିଛନ୍ତି। ଫଳରେ ଆଗାମୀ ଦିନରେ ବ୍ୟକ୍ତିଗତ ଋଣ ମହଙ୍ଗା ହେବାକୁ ଯାଉଛି।

ଏଥିସହ କଞ୍ଜୁମର ଲୋନ୍‌ ପ୍ରଦାନ ପାଇଁ ରିସ୍କ ଓ୍ବେଟେଜ୍‌ ମଧ୍ୟ ଅଧିକ ରହିବ। ତେବେ ଗୃହ ଋଣ, ଶିକ୍ଷା ଋଣ, ଗାଡ଼ି ଋଣ, ସୁନା ଋଣ ଭଳି ସୁରକ୍ଷିତ ଋଣକୁ ଏଥିରୁ ମୁକ୍ତ ରଖାଯାଇଛି। ଏହି ନିୟମ ତତ୍କାଳ ଲାଗୁ ହେବ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ପ୍ରକାଶ ଯେ, ଗତ ସେପ୍ଟେମ୍ବର ସୁଦ୍ଧା ଦେଶର ବ୍ୟାଙ୍କଗୁଡ଼ିକ ପକ୍ଷରୁ କ୍ରେଡିଟ୍‌ କାର୍ଡ ମାଧ୍ୟମରେ ଦିଆଯାଉଥିବା ଋଣର ପରିମାଣ ୨.୧୭ ଲକ୍ଷ କୋଟି ଟଙ୍କା ରହିଥିଲା, ଯାହାକି ପୂର୍ବ ବର୍ଷ ତୁଳନାରେ ୨୯.୯ ପ୍ରତିଶତ ଅଧିକ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri