Posted inଫୁରସତ

ସ୍ମାର୍ଟଫୋନ୍‌ ଡାଟାରୁ ଜାଣିହେବ ବ୍ୟକ୍ତିତ୍ୱ

ମୁନିକ: ସମାଜରେ ବିଭିନ୍ନ ପ୍ରକାରର ଲୋକ ବାସ କରିଥାନ୍ତି। ପୁଣି ଜଣଙ୍କର ବ୍ୟକ୍ତିତ୍ୱ ଅନ୍ୟଠାରୁ ଅଲଗା ହୋଇଥାଏ। କାହାର କାହାର ବ୍ୟକ୍ତିତ୍ୱ ଜାଣିବା ପାଇଁ ଗବେଷକ ଦୀର୍ଘ ଅଧ୍ୟୟନ ମଧ୍ୟ କରିଥାନ୍ତି। ତେବେ ଏଣିକି ବ୍ୟକ୍ତିତ୍ୱ ଜାଣିବା ଲାଗି ଅଧିକ ସମୟ ଲାଗିବ ନାହିଁ। ସ୍ମାର୍ଟଫୋନ୍‌ରେ ଥିବା ଡାଟାରୁ ଏହାକୁ ବ୍ୟବହାର କରୁଥିବା ବ୍ୟକ୍ତିଙ୍କ ବ୍ୟକ୍ତିତ୍ୱ ସହଜରେ ଜାଣିହେବ। ଏନେଇ ଜର୍ମାନୀର ମୁନିକ୍‌ ସ୍ଥିତ ଲ୍ୟୁଡଓ୍ବିଗ୍‌ ମ୍ୟାକ୍ସି ମିଲାନ୍‌ ବିଶ୍ୱ ବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ହୋଇଛି। ସ୍ମାର୍ଟଫୋନ୍‌ରେ ଥିବା ଡାଟା ଜଟିଳ ଥିଲେ ଏହା ବ୍ୟବହାରକାରୀଙ୍କ ଜଟିଳ ମାନସିକତାକୁ ସୂଚିତ କରିଥାଏ ବୋଲି ମନସ୍ତତ୍ତ୍ୱବିତ୍‌ ପ୍ରଫେସର ମାର୍କ୍ୟୁସ୍‌ ବ୍ୟୁହନେର୍‌ କହିଛନ୍ତି। ଅପରପକ୍ଷରେ ସ୍ମାର୍ଟଫୋନ୍‌ରେ ଥିବା ଡାଟା ସହଜ ଥିଲେ ଏହା ବ୍ୟବହାରକାରୀଙ୍କ ଖୁସ୍‌ ମିଜାଜ ଏବଂ ସରଳ ପଣିଆର ସୂଚନା ଦେଇଥାଏ। ଏହି ଅଧ୍ୟୟନରେ ବିଭିନ୍ନ ବର୍ଗର ୬୨୪ ଜଣଙ୍କୁ ଭେଟି ସେମାନଙ୍କର ସ୍ମାର୍ଟଫୋନ୍‌ରେ ଥିବା ଡାଟାକୁ ଅନୁଧ୍ୟାନ କରିବା ପରେ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ୟବହାର ସମ୍ବେଦନଶୀଳ ତଥା ସମାଜପ୍ରତି ପ୍ରତିଶ୍ରୁତିବଦ୍ଧ ତାହା ସ୍ମାର୍ଟଫୋନ୍‌ ଡାଟାରୁ ସହଜରେ ଜାଣି ହୋଇପାରିବ ବୋଲି ବ୍ୟୁହନେର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri