Posted inଜାତୀୟ

ଛତିଶଗଡ଼ରେ ୫ ଯବାନ ସହିଦ

ରାୟପୁର,୩।୪: ଛତିଶଗଡ଼ରେ ଶନିବାର ଅପରାହ୍ନରେ ମାଓବାଦୀମାନଙ୍କ ସହ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲଗେର ଗ୍ରାମ ନିକଟ ଜୋନାଗୁଡା ଜଙ୍ଗଲରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଥିଲା। ଦୁଇ ମାଓବାଦୀଙ୍କ ମୃତଦେହ ମଧ୍ୟ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଆହତ କର୍ମଚାରୀଙ୍କୁ ଘଟଣାସ୍ଥଳରୁ ବାହାର କରିବା ପାଇଁ ଏୟାରଫୋର୍ସ ହେଲିକପ୍ଟର ଏବଂ ୯ଟି ଆମ୍ବୁଲାନ୍ସ ପଠାଯାଇଛି। ଆଇଜି ବଷ୍ଟର ସୁନ୍ଦରରାଜ ପି ମଧ୍ୟ ବିଜାପୁରରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ କ’ଣ ଭଗବାନ; ୭୦ ଲକ୍ଷ ଲୋକ କରିବେ ସ୍ବାଗତ: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଇତିମଧ୍ୟରେ ଟ୍ରମ୍ପ୍‌ଙ୍କର ଏକ ଭିଡ଼ିଓ ଜାରି ହୋଇଛି। ଏଥିରେ ଟ୍ରମ୍ପ୍‌ କହିଛନ୍ତି...

ମାତ୍ର ୫ ଟଙ୍କା ପାଇଁ ଅଣ୍ଡା ଦୋକାନୀଙ୍କ ସହ ଘଟିଲା ଏମିତି କିଛି

ଲକ୍ଷ୍ନୌ,୫।୭: ଉତ୍ତରପ୍ରଦେଶର ବାଲିଆରେ ଜଣେ ଅଣ୍ଡା ବ୍ୟବସାୟୀଙ୍କୁ ମାତ୍ର ପାଞ୍ଚ ଟଙ୍କା ପାଇଁ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କ...

ପୋଲିସ ସୁରକ୍ଷାରେ ନବଦମ୍ପତି ସାକ୍ଷୀ-ଅଜିନେଶ୍‌: ସୋମବାର ହାଇକୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୧୪।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କୁ ହାଇକୋର୍ଟରେ ହାଜର କରାଇବା ପାଇଁ ଏକ ୩...

‘ବାସହୀନଙ୍କୁ ସବୁ ମାଗଣା ଦେଇହେବ ନାହିଁ’

ମୁମ୍ବାଇ, ୪।୭: ବାସହୀନ ଲୋକଙ୍କୁ ସବୁକିଛି ମାଗଣାରେ ସରକାର ଯୋଗାଇ ପାରିବେ ନାହିଁ। ସେମାନଙ୍କୁ ଦେଶ ପାଇଁ କିଛି କରିବା ସହ ନିଜର ଆବଶ୍ୟକତା ପୂରଣ...

‘ବଳାତ୍କାରୀଙ୍କୁ ୬ ମାସରେ ଫାଶୀ ଲାଗି ଆଇନ ହେଉ’

ନୂଆଦିଲ୍ଲୀ,୪ା୧୨: ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ି ମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଉଥିବାବେଳେ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ବାତି ମାଲିଓ୍ବାଲ...

‘ଦହି ହାଣ୍ଡି ଭଙ୍ଗା ଉତ୍ସବ’ ବନ୍ଦ: ଲୋକେ ଏହାକୁ ପାଳନ କରିବେ ଏପରି…

ମୁମ୍ବାଇ, ୧୧।୮: ଚଳିତ ବର୍ଷ ମୁମ୍ବାଇରେ ଜନ୍ମାଷ୍ଟମୀ ପରଦିନ ‘ଦହି ହାଣ୍ଡି ଭଙ୍ଗା ଉତ୍ସବ’ ପାଳନ କରାଯିବ ନାହିଁ। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି...

୨୪ ଘଣ୍ଟାରେ ଦେଢ଼ଲକ୍ଷ ଟପିଲା କରୋନା

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ଟପିଛିି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

୨୪ ଦିନରେ ୧୯ ରାଜ୍ୟରେ ପହଞ୍ଚିଲାଣି ଓମିକ୍ରନ୍‌

ନୂଆଦିଲ୍ଲୀ,୨୭ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ୨୪ ଦିନ ମଧ୍ୟରେ ୧୯ ରାଜ୍ୟରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ଏହାଦ୍ୱାରା ଏବେ...

Advertisement
Archives

Model This Week