ପାଳିତ ପ୍ରାଣୀଙ୍କର ହେବ ବୀମା: ରୋଗ ହେଲେ ଚୋରୀ ହେଲେ ମିଳିବ ଟଙ୍କା!

ନୂଆଦିଲ୍ଲୀ,୮ ।୧୨: ଏବେ ଅଧିକାଂଶ ଘରେ ଲୋକେ କୁକୁର, ବିରାଡି ଆଦିଙ୍କୁ ପାଳନ କରୁଛନ୍ତି । ତେବେ ଘରର ସଦସ୍ୟଙ୍କ ଭଳି ଏମାନଙ୍କର ବି ବେଳେ ବେଳେ ଦେଖାଯାଉଥିବା ସ୍ୱାସ୍ଥ୍ୟ ସମସ୍ୟା ପାଇଁ ମାଲିକ ବହୁ ଅର୍ଥ ଖର୍ଚ୍ଚ କରିଥାଆନ୍ତି । ହେଲେ ଏବେ ଆମମାନଙ୍କ ଭଳି ମଧ୍ୟ ଏହି ପ୍ରାଣୀଙ୍କର ସ୍ୱାସ୍ଥ୍ୟ ବୀମା କରାଯାଇ ପାରିବ । ଏଥିରେ ପ୍ରାଣୀଟି ରୋଗ ଗ୍ରସ୍ତ ହେଲେ ମାଲିକଙ୍କୁ ବିମା କମ୍ପାନୀ ପକ୍ଷରୁ ଅର୍ଥ ଦିଆଯିବ । ଏକ ରିପୋର୍ଟ ଅନୁଯାୟୀ, ୨୦୧୯ରେ ୨୧୪ ଲକ୍ଷ କୁକୁରଙ୍କୁ ପୋଷା ଭାବେ ରଖାଯାଇଥିଲା । ସେହିପରି ବିଲେଇଙ୍କ ସଂଖ୍ୟା ମଧ୍ୟ ୧ ଲକ୍ଷରୁ ଅଧିକ । ପ୍ରିଟେକ୍ଟ ଇଣ୍ଡିଆର ରିପୋର୍ଟ ଅନୁଯାୟୀ, ଭାରତ ବିଶ୍ୱର ସବୁଠାରୁ ଅଧିକ ମାତ୍ରାରେ ବଢି ଚାଲିଥିବା ପେଟ ମାର୍କେଟ । ପଲିସି ବଜାରର ମୁଖ୍ୟ କହିଛନ୍ତି ପ୍ରାଣୀଙ୍କ ଲାଗି ସବୁବେଳେ ଇନ୍ୟୁରାନ୍ସ ସୁବିଧା ଥିଲା । ହେଲେ ଅନେକ ଲୋକ ଏହା ବିଷୟରେ ଜାଣି ନ ଥିଲେ । ତେବେ ଭାରତରେ ପ୍ରାଣୀଙ୍କ ପାଇଁ ଥିବା ଇନ୍ୟୁରାନ୍ସରେ କୁକୁର, ବିରାଡି, ଛେଳି, ମେଣ୍ଢା, ଘୋଡା, ଠେକୁଆ, ହାତୀ ଆଦି ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?