ଟିକ୍‌ଟକ୍‌ରେ ଭାଇରାଲ ହେବା ପରେ ଜବତ ହେଲା ସିଂହ

ଫନୋମ ପେନ (କମ୍ବୋଡିଆ),୨୭।୬: ଟିକ୍‌ଟକ୍‌ ଭିଡିଓ ଭାଇରାଲ ହେବା ପରେ ଚାଇନିଜ ବ୍ୟକ୍ତିଙ୍କ ଠାରୁ ରବିବାର ଏକ ପୋଷା ସିଂହ ଜବତ କରିଛନ୍ତି କମ୍ବୋଡିଆ ଅଧିକାରୀ। ୧୮ ମାସର ପୁରୁଷ ସିଂହର ଓଜନ ୭୦ କିଲୋ। ଏହି ସିଂହକୁ ବିଦେଶରୁ ଆଣି ଉକ୍ତ ଚାଇନିଜ ବ୍ୟକ୍ତି ଘରେ ପୋଷୁଥିବା ପରିବେଶ ମନ୍ତ୍ରଣାଳୟ ପ୍ରବକ୍ତା ନେଥ ଫେକତ୍ରା କହିଛନ୍ତି।

ଟିକ୍‌ଟକ୍‌ ଭିଡିଓରେ ସିଂହକୁ ଦେଖିବା ପରେ କମ୍ବୋଡିଆ ଅଧିକାରୀ ତଦନ୍ତ ଆରମ୍ଭ କରିଥିଲେ। ସିଂହର ମାଲିକ ଉକ୍ତ ଆପରେ ଏକ ଫଟୋ ଶେୟାର କରିଥିଲେ, ଯେଉଁଥିରେ ସିଂହ ପାଖରେ ଏକ କୁକୁର ଖେଳୁଥିବା ଦେଖିବାକୁ ମିଳିଥିଲା। ବିରଳ ବନ୍ୟଜନ୍ତୁଙ୍କୁ ପୋଷା କରି ରଖିବାର ଅଧିକାର କାହାରି ନାହିଁ ବୋଲି ଫେକତ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?