Posted inଜାତୀୟ

ଶିବସେନା ନାମ-ନିର୍ବାଚନ ଚିହ୍ନକୁ ଶିନ୍ଦେ ଦଳକୁ ଦେବା ନିଷ୍ପତ୍ତି ବିରୋଧରେ ଆବେଦନ, ମଙ୍ଗଳବାର ଉଲ୍ଲେଖ କରିବାକୁ କହିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୦।୨ : ଶିବସେନା ନାମ ଏବଂ ନିର୍ବାଚନ ଚିହ୍ନକୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳକୁ ଦେବା ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକରେଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ସୋମବାର ଦାଖଲ କରାଯାଇଛି। ଉଦ୍ଧବଙ୍କ ଗୋଷ୍ଠୀର ଆଇନଜୀବୀ ନିର୍ବାଚନ ଆୟୋଗର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏହି ମାମଲାର ଶୁଣାଣି କରିବାକୁ ଦାବି କରିଛନ୍ତି। ତେବେ ସୁପ୍ରିମକୋର୍ଟ ଓକିଲଙ୍କୁ ମଙ୍ଗଳବାର  ଏହି ବିଷୟରେ ଉଲ୍ଲେଖ କରିବାକୁ କହିଛନ୍ତି।

ଉଲ୍ଲେଖନୀୟ କଥା ହେଉଛି, ଶିବସେନା, ଏହାର ନାମ ଏବଂ ନିର୍ବାଚନ ଚିହ୍ନକୁ ଉଦ୍ଧବ ଠାକରେଙ୍କଠାରୁ ଛଡ଼ାଇ ନେବା ପରେ ଏକନାଥ ଶିନ୍ଦେ ମଧ୍ୟ ଚୁପଚାପ ବସି ନାହାଁନ୍ତି। ଶିନ୍ଦେଙ୍କ ଦଳ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ସଚେତନତା ଆବେଦନ କରାଯାଇଛି।

ଏହି ଆବେଦନରେ କୁହାଯାଇଛି ଯେ ନିର୍ବାଚନ ଆୟୋଗର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ପାଇଁ ଉଦ୍ଧବ ଦଳ ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇପାରିବେ। ଏଭଳି ପରିସ୍ଥିତିରେ, ଏହି ପ୍ରସଙ୍ଗରେ କୌଣସି ରାୟ ଦେବା ପୂର୍ବରୁ ସର୍ବୋଚ୍ଚ ନ୍ୟାୟାଳୟ ମହାରାଷ୍ଟ୍ର ସରକାରଙ୍କ ଯୁକ୍ତି ଶୁଣିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ…

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ): ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ…

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri