Posted inଜାତୀୟ

ପୁରୁଷ କମିଶନ ଗଠନ ପାଇଁ ପିଟିଶନ

ନୂଆଦିଲ୍ଲୀ, ୧୬। ୩: ବିବାହିତ ପୁରୁଷ କରୁଥିବା ଆତ୍ମହତ୍ୟା ଘରୋଇ ହିଂସା। ଏ ନେଇ ଜାଇଡ୍‌ଲାଇନ୍‌ ଓ ଜାତୀୟ ପୁରୁଷ କମିଶନ୍‌ ଗଠନ କରାଯିବା ନେଇ ବୁଧବାର ସୁପ୍ରିମକୋର୍ଟରେ ପିଟିଶନ୍‌ ଦାଖଲ କରାଯାଇଛି। ପିଟିଶନ୍‌ରେ ଆଇନଜୀବୀ ମହେଶ କୁମାର ତିଓ୍ବାରି ନ୍ୟାଶନାଲ କ୍ରାଇମ୍‌ ରେକର୍ଡସ୍‌ ବ୍ୟୁରୋର ୨୦୨୧ ଡେଟାକୁ ଦାଖଲ କରିଛନ୍ତି, ଯେଉଁଥିରେ ଆତ୍ମହତ୍ୟା ଯୋଗୁ ଦେଶରେ ମୋଟ ୧,୬୪,୦୩୩ ଜଣଙ୍କ ମୃତ୍ୟୁ ଘଟିଥିବା ଦର୍ଶାଯାଇଛି। ମୃତକଙ୍କ ମଧ୍ୟରୁ ୮୧,୦୬୩ ବିବାହିତ ପୁରୁଷ ଆତ୍ମହତ୍ୟା କରିଥିବାବେଳେ ୨୮,୬୮୦ ବିବାହିତ ମହିଳା ଆତ୍ମହତ୍ୟା କରିଥିବା ଡେଟାରେ ଉଲ୍ଲେଖ କରାଯାଇଛି। ତେବେ ୩୩.୨% ପୁରୁଷ ପାରିବାରିକ ଅସୁବିଧା ପାଇଁ ଜୀବନ ହାରିବା ସହ ୪.୮% ବିବାହ ସଂକ୍ରାନ୍ତୀୟ ବିବାଦ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ସେହିପରି ଚଳିତବର୍ଷ ୧,୧୮,୯୭୯ ପୁରୁଷ ଏବଂ ୪୫,୦୨୬ ଜଣ ମହିଳା ଆତ୍ମହତ୍ୟା କରିଛନ୍ତି। ତେବେ ଜାତୀୟ ମାନବାଧିକାର କମିଶନ୍‌ ଘରୋଇ ହିଂସାର ଶିକାର ହେଉଥିବା ପୁରୁଷଙ୍କ କ୍ଷେତ୍ରରେ ହସ୍ତକ୍ଷେପ କରିବା ପାଇଁ ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ପାରିବାରିକ ବିବାଦ ଓ ବିବାହ ଜନିତ ସମସ୍ୟା ସମ୍ପର୍କିତ ଅଭିଯୋଗକୁ ପ୍ରତ୍ୟେକ ଥାନାର ଅଧିକାରୀ ଗ୍ରହଣ କରିବା ସହ ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରିବା କଥା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି। ଘରୋଇ ହିଂସାର ଶିକାର ହୋଇ ଆତ୍ମହତ୍ୟା କରୁଥିବା ପୁରୁଷଙ୍କ ସମ୍ପର୍କରେ କେନ୍ଦ୍ରୀୟ ଆଇନ କମିଶନ ତରଫରୁ ରିସର୍ଚ୍ଚ କରିବା କଥା ପିଟିଶନ୍‌ରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଭଳି ବଡ଼ ରାସ୍ତା ବନ୍ଦ କରିବ ଚାଇନା! ସମୁଦ୍ରରେ ଲଗାଇଲା ବ୍ୟାରିକେଡ; ବିଶ୍ୱରେ ଚହଳ

ବେଜିଂ,୧୬।୪: ଚାଇନା ହର୍ମୁଜ ପ୍ରଣାଳୀ ଠାରୁ ମଧ୍ୟ ବଡ଼ ଏକ ସାମୁଦ୍ରିକ ପଥକୁ ଅବରୋଧ କରିବାକୁ ପ୍ରସ୍ତୁତ ହେଉଛି। ପ୍ରକୃତରେ, ଫିଲିପାଇନ୍ସ ଏବଂ ଜାପାନ ସହିତ ଚାଲିଥିବା…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri