ଦାରା ସିଂଙ୍କୁ ଆଜୀବନ ମୁକ୍ତି ପାଇଁ ଆବେଦନ : ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୮: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍‌ ପଠାଇଛନ୍ତି। ଜେଲ୍‌ରୁ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍‌ ରବୀନ୍ଦ୍ର କୁମାର ପାଲ୍‌। ଏହାକୁ ଗ୍ରହଣ କରିବା ସହ ରାଜ୍ୟ ସରକାରଙ୍କୁ ନୋଟିସ୍ କରି  ଆସନ୍ତା ୨୭ ତାରିଖରେ ପରବର୍ତ୍ତୀ ମାମଲାର ଶୁଣାଣି ହେବ।

ଗତ ୨୪ ବର୍ଷ ହେଲା ଦାରା ସିଂ ଜେଲ୍‌ରେ ଆଜୀବନ ସଜା କାଟୁଛନ୍ତି। ସେ ଆଜୀବନଠାରୁ ଅଧିକ ବର୍ଷ ଜେଲ୍‌ରେ ରହିଲେଣି। ରାଜୀବ ଗାନ୍ଧୀ ହତ୍ୟା ମାମଲାର ଦୋଷୀଙ୍କୁ ମୁକ୍ତ କରିବା ନେଇ ସେ ତାଙ୍କ ଆବେଦନରେ ଦର୍ଶାଇଛନ୍ତି।

St. Annes Catholic Church » AN INSPIRING WOMAN WHO CHANGED THE WORLD OF REVENGE

ଅନ୍ୟପକ୍ଷରେ ରାଷ୍ଟ୍ରପତିଙ୍କ ନିକଟରେ ଦୟା ଆବେଦନ କରିଛନ୍ତି ତେଲଙ୍ଗାନା ବିଧାୟକ ତଥା ସିଂଙ୍କ ଭାଇ ଟି ରାଜା ସିଂ। ଆଜୀବନ ଦଣ୍ଡରୁ ମୁକ୍ତି ପାଇଁ ସେ ଚିଠି ଲେଖିଛନ୍ତି।

ସର୍ବୋଚ୍ଚ ନ୍ୟାୟାଳୟ ଜଷ୍ଟିସ୍‌ ହୃଷୀକେଶ ରାୟ ଓ ଜଷ୍ଟିସ ଏସ୍‌ ଭି ଏନ୍‌ ଭଟ୍ଟିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବେଞ୍ଚ ମାମଲାର ଶୁଣାଣି କରୁଛନ୍ତି। ପୂର୍ବରୁ ଷ୍ଟେଟ୍‌ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ ୧୨ ଜାନୁଆରୀ ୨୦୨୨ରେ ଦାରାଙ୍କ ଆବେଦନକୁ ନାକଚ କରିଥିଲେ।

Neu Mercies - AN INSPIRING WOMAN WHO CHANGED THE WORLD OF... | Facebook

ସୂଚନାଯୋଗ୍ୟ, ୧୯୯୯ ଜାନୁଆରୀ ୨୧ରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମ ଚର୍ଚ୍ଚ ସମ୍ମୁଖରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ନାବାଳକ ପୁଅଙ୍କୁ ଦାରା ସିଂ ଓ ତାଙ୍କ ସହଯୋଗୀମାନେ ପୋଡ଼ି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ସେତେବେଳେ ସମଗ୍ର ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri