Posted inଜାତୀୟ

ଉପରାଷ୍ଟ୍ରପତି-ଆଇନମନ୍ତ୍ରୀଙ୍କୁ ପଦରୁ ହଟାଇବା ଲାଗି ହାଇକୋର୍ଟରେ ପିଟିଶନ…

ମୁମ୍ବାଇ,୨।୨ : ଉପରାଷ୍ଟ୍ରପତି ଜଗଦୀପ ଧନକର ଏବଂ ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆବେଦନରେ ଦର୍ଶାଯାଇଛି ଯେ ନ୍ୟାୟପାଳିକା ଉପରେ ଉଭୟଙ୍କ ଦ୍ୱାରା ନିକଟରେ ପ୍ରଦାନ କରାଯାଇଥିବା ବିବୃତ୍ତି ଭାରତର ସମ୍ବିଧାନ ଉପରେ ବିଶ୍ୱାସର ଅଭାବ ଦର୍ଶାଉଛି। ଏହି ପରିପ୍ରେକ୍ଷୀରେ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯିବା ଉଚିତ।

ବମ୍ବେ ଓକିଲ ସଂଘ ଦ୍ୱାରା ଦାଖଲ ହୋଇଥିବା ଏହି ପିଟିଶନରେ ହାଇକୋର୍ଟ ଉପରାଷ୍ଟ୍ରପତି ଧନକର ଏବଂ ଆଇନ ମନ୍ତ୍ରୀ ରିଜିଜୁଙ୍କୁ ସେମାନଙ୍କର ସରକାରୀ ଦାୟିତ୍ୱ ତୁଲାଇବାକୁ ବାରଣ କରିବାକୁ ନିର୍ଦ୍ଦେଶ ଜାରି କରିବାକୁ କୁହାଯାଇଛି। ସେମାନଙ୍କୁ ଅଯୋଗ୍ୟ ଘୋଷିତ କରାଯାଇ ପଦବୀରୁ ହଟାଯାଉ ବୋଲି ପିଟିଶନରେ ଉଲ୍ଲେଖ କରାଯାଇଛି।

ଉଭୟଙ୍କ ସାର୍ବଜନୀନ ଆଚରଣ ଏବଂ ବିବୃତ୍ତି ଭାରତର ସମ୍ବିଧାନ ଉପରେ ବିଶ୍ୱାସର ଅଭାବ ଦର୍ଶାଇଥିବା ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?