ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବିପତ୍ର

ଝାରସୁଗୁଡ଼ା ଅଫିସ,୨୩ା୧୧: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସେଣ୍ଟ୍ରାଲ କମିଟି ଆହ୍ବାନ କ୍ରମେ ଝାରସୁଗୁଡ଼ା ଜିଲା ବାର୍‌ ଆସୋସିଏଶନ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ତା’ପରେ ବାର୍‌ର ସଦସ୍ୟମାନେ ପୋଷ୍ଟର,ବ୍ୟାନର ଧରି ଏକ ଶୋଭାଯାତ୍ରାରେ ବାହାରି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏହାକୁ ଜିଲାପାଳ ସରୋଜ କୁମାର ସାମଲ ଗ୍ରହଣ କରିଥିଲେ। ଏଥିରେ ଆସୋସିଏଶନର ସଭାପତି ତ୍ରିନାଥ ଗୁଆଲ,ସାଧାରଣ ସମ୍ପାଦକ ତୁଳସୀ ପ୍ରସାଦ ଦାଶ,ତାପସ ରାୟ ଚୌଧୁରୀ,ସତ୍ୟନାରାୟଣ ବହିଦାର,ନାରାୟଣ ମହାପାତ୍ର,ଦୀନେଶ ଜୈନ, ବି ନାଗେଶରୀଙ୍କ ସମେତ ଶତାଧିକ ସଦସ୍ୟ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri