ଶସ୍ତା ହେବ ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୧।୫: କମିଲା ତୈଳ ଦର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ ବୋଲି ଜଣାପଡ଼ିଛି। ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ଏଥିଯୋଗୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri